Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରତିରକ୍ଷା ରପ୍ତାନୀ କ୍ଷେତ୍ରରେ ମାଇଲ ଖୁଣ୍ଟ : ଫିଲିପାଇନ୍ସକୁ ଧୃବ ହେଲିକପ୍ଟର ବିକ୍ରି କରିବ ଭାରତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୧୫୯ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୮କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୫ କରୋନା ସଂକ୍ରମିତ, ୧୦୫୦୯୫୫ରେ ପହଞ୍ଚିଲା ସଂଖ୍ୟା
  • ||
  • ବାୟୁସେନା ହେଲିକପ୍ଟର କ୍ରାସ୍‌ରେ ଓଡିଆ ଯବାନ ମୃତ, ତାଳଚେରରେ ରାଣା ପ୍ରତାପ ଦାସଙ୍କ ଘର
  • ||
  • ମାତିଲେ ମାଓବାଦୀ : ଜାଳିଲେ ଗାଡ଼ି, ସୁପରଭାଇଜରଙ୍କୁ କଲେ ଅପହରଣ
  • ||
  • ମୁହାଁମୁହିଁ ହେବେ ଶାସକ-ବିରୋଧି : ମମିତା ମେହେର ପ୍ରସଙ୍ଗରେ ବିଧାନସଭା ଘେରିବ ବିଜେପି
  • ||

ରାଇକିଆ ଥାନା ଗୃହରକ୍ଷୀଙ୍କୁ ଦୁଷ୍କର୍ମ ଅଭିଯୋଗ, ଯୁବକ ଗିରଫ

30/07/2021 at 5:41 PM

ଦାରିଙ୍ଗବାଡି ୩୦/୦୭ : କନ୍ଧମାଳ ଜିଲ୍ଲା ରାଇକିଆ ଥାନାରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଅଘଟଣା । ରାଇକିଆ ଥାନାରେ ଜଣେ କାର୍ଯ୍ୟରତ ମହିଳା ଗୃହରକ୍ଷୀଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛି। ପିଡିତା ମହିଳା ଜଣଙ୍କ ଜାନୁଆରୀ ୯ ତାରିଖରେ ରାଇକିଆ ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଦୀର୍ଘ ଦିନ ପରେ ଘଟଣାର ତଦନ୍ତ କରି ରାଇକିଆ ପୋଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଯୁବକ ଜଣକ ଖଜୁରୀପଡ଼ା ଥାନା ଅଞ୍ଚଳର କୁନା ଦିଗାଳ ବୋଲି ରାଇକିଆ ପୋଲିସ ଶ୍ରୀକାନ୍ତ ଖମାରୀ ସୂଚନା ଦେଇଛନ୍ତି ।

   Related Posts