Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଯୁବତୀଙ୍କୁ ଅପହରଣ କରି ନେବା ବେଳେ ଯୁବକଙ୍କୁ ପିଟିପିଟି ମାରି ଦେଲେ ଗ୍ରାମବାସୀ

12/05/2020 at 8:59 PM

ଢ଼େଙ୍କାନାଳ୧୨/୫: ଯୁବତୀଙ୍କୁ ଅପହରଣ କରିବାକୁ ଚେଷ୍ଟା କରୁଥିବା ଯୁବକଙ୍କୁ ପିଟିପିଟି ମାରି ଦେଲେ ସ୍ଥାନୀୟ ଲୋକେ। ଢେଙ୍କାନାଳ ଜିଲ୍ଲା ନିହଲ ପ୍ରସାଦ ଥାନା ଅନ୍ତର୍ଗତ କାଶିପୁରର ଗମ୍ଭାରୀଆ ଗ୍ରାମର ଜଣେ ଯୁବତୀଙ୍କୁ ଅପହରଣ କରିବାକୁ ଉଦ୍ୟମ କରିଥିଲେ ଜଣେ ଯୁବକ। କିନ୍ତୁ ଯୁବତୀଙ୍କୁ ଅପହରଣ କରିବା ସେହି ଯୁବକଙ୍କ ପାଇଁ କାଳ ହୋଇଥିଲା। ଯୁବତୀଙ୍କୁ ଅପହରଣ କରି ନେବା ବେଳେ ଗ୍ରାମବାସୀ ଉକ୍ତ ଯୁବକଙ୍କୁ ପିଟିପିଟି ମାରି ଦେଇଛନ୍ତି। ଗମ୍ଭାରୀଆ ଗାଁର କମ୍ୟୁନିଟି ସେଣ୍ଟର ନିକଟରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତ ଯୁବକ ଜଣଙ୍କ ଗଁନ୍ଦିଆ ଥାନା ଅନ୍ତର୍ଗତ ଦଣ୍ଡେଇବେରେଣୀ ଗ୍ରାମର ମାନସ ସାମଲ ବୋଲି ଜଣାପଡିଛି। ଘଟଣାସ୍ଥଳକୁ ନିହଲପ୍ରସାଦ ପୁଲିସ ପହଁଞ୍ଚି ଶବ ଜବତ କରି ତଦନ୍ତ ଆରମ୍ଭ କରିଛନ୍ତି।

   Related Posts