Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ‘ପରୀକ୍ଷା ଦର୍ପଣ’ ପୁସ୍ତକ ଉନ୍ମୋଚିତ, ମାଟ୍ରିକ୍ ପରୀକ୍ଷାର୍ଥୀ ହେବେ ଉପକୃତ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୮ କୋଭିଡ୍ ପଜିଟିଭ୍‌, ୩୩୪୬୬୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜି.ଉଦୟଗିରି : ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଭୁବନେଶ୍ବର ବ୍ଲକ୍ କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦୁ କୁମାର ପ୍ରଧାନ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଦିଲ୍ଲୀ ପୋଲିସର ଆକ୍ସନ : ଟ୍ରାକ୍ଟର ରାଲି ବେଳେ ହିଂସା ପରେ ୨୨ଟି ମାମଲା ରୁଜୁ
  • ||
  • ଭୁବନେଶ୍ବର : ଅଟୋକୁ ଧକ୍କା ଦେଲା କାର୍, ୪ ଗୁରୁତର
  • ||
  • ଘଟଗାଁ : ରାତିରେ ଘରକୁ ଫେରିବା ବେଳେ ଭାଲୁ ଆକ୍ରମଣ, ଜଣେ ଗୁରୁତର
  • ||
  • ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ, ପ୍ରତିଦିନ ୫୦ ସେବାୟତଙ୍କ ହେବ ଆର୍‌ଟିପିସିଆର୍
  • ||
  • ଆଜିଠୁ ପୁଣି ଟିକାକରଣ, ଭାକ୍‌ସିନ୍‌ ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ସ୍ବାସ୍ଥ୍ଯକର୍ମୀ
  • ||

ବିବାହ ପୂର୍ବରୁ ଯୁବକଙ୍କୁ ଗୁଳି ମାଡ: କିଏ ଓ କାହିଁକି ଘଟାଇଲା ଏମିତି କାଣ୍ଡ?

1/12/2020 at 10:39 PM

ଖଲ୍ଲିକୋଟ୧/୧୨: ଯୁବକଙ୍କୁ ଗୁଳି ମାଡ। ଖଲ୍ଲିକୋଟ ଥାନା ଅନ୍ତର୍ଗତ ମାଣିକପୁର ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମିଳିଥିବା ସୂଚନା ମୁତାବକ, ଆସନ୍ତାକାଲି ବିବାହ କରିଥାନ୍ତେ ଜିତେନ୍ଦ୍ର ବାରିକ, କିନ୍ତୁ ଆଜି ତାଙ୍କୁ ଗୁଳି ମାଡ କରାଯାଇଛି। ଗୁଳି ମାଡ ପରେ ଘଟଣାସ୍ଥଳରେ ବମିଂ କରି ଦୁର୍ବୃତ୍ତମାନେ ଫେରାର ହୋଇଯାଇଛନ୍ତ

ପୂର୍ବ ଶତ୍ରୁତା କେନ୍ଦ୍ର କରି ଗୁଳି ମାଡ ହୋଇଥିବା ପରିବାର ଲୋକେ କହିଛନ୍ତି। ଗୁଳିମାଡ ପରେ ଯୁବକଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଜିତେନ୍ଦ୍ରଙ୍କ ବିବାହ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ କିଏ ଓ କାହିଁକି ତାଙ୍କୁ ଗୁଳିମାଡ କଲେ, ତାହା ବର୍ତ୍ତମାନ ଜଣାପଡି ନାହିଁ। ଘଟଣାସ୍ଥଳରେ ଖଲ୍ଲିକୋଟ ପୋଲିସ ପହଞ୍ଚି ଅଧିକ ତଦନ୍ତ ଚଳାଇଛନ୍ତି । ଆହତ ଜିତେନ୍ଦ୍ରଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି।

   Related Posts