Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||
  • ବ୍ରିସବେନ୍ ଟେଷ୍ଟ୍ : ପ୍ରଥମ ଦିନରେ ଲାବୁସେନଙ୍କ ଶତକ, କଙ୍ଗାରୁ ଟିମ୍ ୨୭୪/୫
  • ||
  • ଭୁବନେଶ୍ବର: ଗୁରୁତର-ଗର୍ଭବତୀ-ହସ୍ପିଟାଲରେ ଆଡମିଟ୍‌ ବ୍ୟକ୍ତିଙ୍କୁ ଦିଆଯିବ ନାହିଁ ଟିକା, ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ
  • ||
  • ଶ୍ରମିକମାନଙ୍କ ସହ ମିଶି ମାଟି ଖୋଳିଲେ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଦୁଇ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୮ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଚିଲିକାରେ ଆରମ୍ଭ ହୋଇଛି ଫ୍ଲୋରା ଫୋନା ସର୍ଭେ
  • ||
  • ଯାଜପୁର ଶିଶୁ ନିଖୋଜ ଘଟଣା: ନିଖୋଜ ପିହୁ ପରିବାରକୁ ଭେଟିଲେ ଏସ୍‌ପି ରାହୁଲ ପି.ଆର
  • ||
  • ନକଲି ସାମଗ୍ରୀର ପେଣ୍ଠସ୍ଥଳୀ ପାଲଟିଛି କଟକ, ପୁଣି ଅପମିଶ୍ରିତ ଗୁଣ୍ଡି ଜବତ
  • ||
  • ଗଞ୍ଜାମ: ଅଜଣା ଜନ୍ତୁ ଆତଙ୍କ, ଭୟଭୀତ ଅବସ୍ଥାରେ ସ୍ଥାନୀୟ ଲୋକେ
  • ||

ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ନା ଆତ୍ମହତ୍ୟା…?

9/06/2020 at 10:01 AM

ନିଆଳି୯/୬: ନିଆଳି ଗୋବିନ୍ଦପୁର ଥାନା ଅଧିନ ସୁଦୁ ସାଇଲୋ ଠାରେ ଯୁବକଙ୍କ ମୃତ ଦେହ ଉଦ୍ଧାର। ମୃତ ଯୁବକ ସେହି ଗ୍ରାମର ବ୍ରଜକିଶୋର ଭୋଇ ଓରଫ କାଳନ୍ଦୀ ଭୋଇ। ଆଜି ସକାଳୁ ଘର ନିକଟରେ ତାଙ୍କ ମୃତ ଦେହ ପଡିଥିବା ଦେଖି ପଡିଶା ଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ ଏବଂ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଁଞ୍ଚି ତଦନ୍ତ କରିବା ସହ ମୃତଦେହକୁ ଜବତ କରି ପୋଷ୍ଟମ ମର୍ଟମ ପାଇଁ ପଠାଇଛି। କେହି କେହି ଏହାକୁ ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ କରିବା ବେଳେ ଆଉ କେହି ହୃଦ ଘାତଜନିତ ମୃତ୍ୟୁ ବୋଲି କହୁଛନ୍ତି । ତେବେ ଶବ ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ପୋଲିସ କହିଛି।

   Related Posts