Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରତିରକ୍ଷା ରପ୍ତାନୀ କ୍ଷେତ୍ରରେ ମାଇଲ ଖୁଣ୍ଟ : ଫିଲିପାଇନ୍ସକୁ ଧୃବ ହେଲିକପ୍ଟର ବିକ୍ରି କରିବ ଭାରତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୧୫୯ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୮କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୫ କରୋନା ସଂକ୍ରମିତ, ୧୦୫୦୯୫୫ରେ ପହଞ୍ଚିଲା ସଂଖ୍ୟା
  • ||
  • ବାୟୁସେନା ହେଲିକପ୍ଟର କ୍ରାସ୍‌ରେ ଓଡିଆ ଯବାନ ମୃତ, ତାଳଚେରରେ ରାଣା ପ୍ରତାପ ଦାସଙ୍କ ଘର
  • ||
  • ମାତିଲେ ମାଓବାଦୀ : ଜାଳିଲେ ଗାଡ଼ି, ସୁପରଭାଇଜରଙ୍କୁ କଲେ ଅପହରଣ
  • ||
  • ମୁହାଁମୁହିଁ ହେବେ ଶାସକ-ବିରୋଧି : ମମିତା ମେହେର ପ୍ରସଙ୍ଗରେ ବିଧାନସଭା ଘେରିବ ବିଜେପି
  • ||

ଅନଲାଇନ୍‌ରେ ହେବ ନବମ ଓ ଏକାଦଶ ଶ୍ରେଣୀ ପରୀକ୍ଷା ! ଅଭିଭାବକଙ୍କ ସହ ଆଲୋଚନା ପରେ ଚୂଡାନ୍ତ ନିଷ୍ପତ୍ତି

27/02/2021 at 6:37 PM

ଭୁବନେଶ୍ବର ୨୭/୦୨ : ଚଳିତ ବର୍ଷ ନବମ ଏବଂ ଏକାଦଶ ଶ୍ରେଣୀ ବାର୍ଷିକ ପରୀକ୍ଷା କରିବାକୁ କହିଛନ୍ତି ରାଜ୍ୟ ସରକାର । ତେବେ ଅଫ୍‌ଲାଇନ୍‌ ନୁହେଁ ବରଂ ଅନ୍‌ଲାଇନ୍‌ରେ ବାର୍ଷିକ ପରୀକ୍ଷା କରାଇବାକୁ ଯୋଜନା କରୁଛନ୍ତି ରାଜ୍ୟ ସରକାର । ଛାତ୍ରଛାତ୍ରୀମାନେ ଯେଉଁ ସ୍କୁଲରେ ପଢୁଥିବେ ସେହି ସ୍କୁଲରେ ହିଁ ପରୀକ୍ଷା କରିବାକୁ ରାଜ୍ୟ ସରକାର କହିଛନ୍ତି । ବର୍ତ୍ତମାନ କରୋନା ସ୍ଥିତିକୁ ଦେଖି ଅନ୍‌ଲାଇନ୍‌ରେ ପରୀକ୍ଷା କରାଇବାକୁ ପରାମର୍ଶ ଦିଆଯାଇଛି । ତେବେ ଏ ନେଇ ଅଭିଭାବକଙ୍କ ସହ ଆଲୋଚନା ମଧ୍ୟ କରାଯିବ ବୋଲି ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ବିବୃତିରେ କୁହାଯାଇଛି ।

   Related Posts