Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ବାଣପୁରର ଏକାଧିକ ଗାଁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା, ୩୦ ଯାଏଁ ରହିବ କଟକଣା

25/04/2021 at 11:57 AM

ଟାଙ୍ଗି ୨୫।୦୪: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକର କେତେକ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କଲେ ଉପଜିଲ୍ଲାପାଳ । କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ଖୋର୍ଦ୍ଧା ଉପ-ଜିଲ୍ଲାପାଳ ଅଶୋକ ବେହୁରିଆ ବାଣପୁର ବ୍ଲକର ଏକାଧିକ ଗ୍ରାମାଅଞ୍ଚଳକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛନ୍ତି ।

ଖବର ଅନୁଯାୟୀ, ଦେଓଗାଁ ପଞ୍ଚାୟତ ଅନ୍ତର୍ଗତ ଓଡଗାଁର କିଛି ଅଂଶ, ଗମ୍ଭାରୀମୁଣ୍ଡା ପଞ୍ଚାୟତର ଖଜୁରିଆ ଏବଂ ଗମ୍ଭାରୀମୁଣ୍ଡା ଅଞ୍ଚଳର କିଛି ଅଂଶ ଏବଂ ନାଚୁଣୀ ପଞ୍ଚାୟତ ଅନ୍ତର୍ଗତ ନାଚୁଣୀ ବଜାରର କିଛି ଅଂଶକୁ ୩୦ ଏପ୍ରିଲ ଯାଏଁ ମାଇକ୍ରୋ କଣ୍ଟେନମେଣ୍ଟ ଘୋଷଣା କରିଛନ୍ତି । ଏହି ସମୟରେ ସମ୍ପୃକ୍ତ ଅଞ୍ଚଳର କୌଣସି ବ୍ୟକ୍ତି ଘରୁ ବାହାରକୁ ବାହାରିବା ପାଇଁ ବାରଣ କରାଯାଇଛି । ସମ୍ପୃକ୍ତ ଅଞ୍ଚଳ ଗୁଡ଼ିକ ବିଶୋଧନ କରାଯିବା ସହ କଣ୍ଟାକ୍ଟ ଟ୍ରେସିଂ ଜାରି ରହିବ । ସେପଟେ ସପ୍ତାହାନ୍ତ ସଟ୍ ଡାଉନର ଦ୍ବିତୀୟ ଦିନରେ ବାଲୁଗାଁ-ବାଣପୁରରେ ଚେକିଂ-ବ୍ଲକିଂକୁ କଡାକଡି କରାଯାଇଛି ।

   Related Posts