Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୦ କୋଭିଡ୍ ପଜିଟିଭ୍, ୩୩୭୭୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆପଡ଼ା : ହଳଦି ଗାଁରେ ପୁଣି ଥରେ ବାଘ ଆତଙ୍କ, ଭୟରେ ଗ୍ରାମବାସୀ
  • ||
  • ପାକିସ୍ତାନରେ ହିନ୍ଦୁ ପରିବାରର ୫ ସଦସ୍ୟଙ୍କୁ ହତ୍ୟା ! ସନ୍ଦେହଜନକ ଅବସ୍ଥାରେ ମିଳିଲା ମୃତଦେହ
  • ||
  • ମୋହନା : ଅନ୍ଧବିଶ୍ୱାସର ଭୟଙ୍କର ରୂପ, ସୁସ୍ଥ ରହିବା ପାଇଁ ଏବେବି ଶିଶୁଙ୍କୁ ଦିଆଯାଉଛି ଚେଙ୍କ
  • ||
  • ଭିସୁଟର ୪୦ ଛାତ୍ର କୋଭିଡ୍ ପଜିଟିଭ୍ ମାମଲା : କମ୍ପାନୀର ଦାବି-‘ଆଣ୍ଟିଜେନ୍ କିଟରେ ତ୍ରୁଟି ନଥିଲା’
  • ||
  • ସୋନପୁର : ପଡୋଶୀଙ୍କ ସହ କଥା କଟାକଟିରୁ ଫୁଟିଲା ଗୁଳି, ଜଣେ ମୃତ
  • ||
  • ଚଣ୍ଡିଖୋଲ : ଗୋଷ୍ଠୀ ସଂଘର୍ଷର ସମାଧାନ ପାଇଁ ଯାଇଥିବା ପୋଲିସକୁ ବାନ୍ଧିଲେ ଏବଂ ୨ଟି ଜିପ୍ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ
  • ||

ଅନ୍ଧାର ରାତିରେ ଆସିଥିଲେ ଚୋରି କରିବାକୁ, ଭାଗ୍ୟ ସାଥ୍ ଦେଲାନି : ଧରାପଡି ନିର୍ଧୁମ ଛେଚା ଖାଇଲେ

23/01/2021 at 12:38 PM

ଜୟପୁର ୨୩।୧: ବାଇକ୍ ଚୋରକୁ ନିର୍ଧୁମ ଛେଚିଲେ ଲୋକେ । ଦୁଇ ଚୋରଙ୍କୁ କାବୁ କରି ପୋଲିସ ଜିମା ଦେଲେ ସ୍ଥାନୀୟବାସିନ୍ଦା । କୋରାପୁଟ ଜିଲ୍ଲା ବୋରିଗୁମ୍ମାରେ ଘଟିଛି ଏଭଳି ଘଟଣା ।

ଅନ୍ଧାର ରାତିର ସୁଯୋଗ ନେଇ ବାଇକ୍ ଚୋରି କରିବାକୁ ଆସିଥିଲେ । ହେଲେ ଭାଗ୍ୟ ସାଥ୍ ଦେଲାନି । ବାଇକ୍ ଚୋରି ଉଦ୍ୟମ କରୁଥିବା ବେଳେ ଲୋକଙ୍କ ହାବୁଡରେ ପଡିଗଲେ ଦୁଇ ଚୋର । ସେଠାରେ ଉପସ୍ଥିତ ଥିବା ଲୋକ ଉଭୟଙ୍କୁ କାବୁ କରିବା ସହ ଉତ୍ତମ ମଧ୍ୟମ ଦେଇଥିଲେ । ପରେ ପୋଲିସ ଆସି ଦୁଇ ଚୋରଙ୍କୁ ଥାନାକୁ ନେଇ ଅଧିକ ପଚରାଉଚରା କରୁଛି ।

   Related Posts