Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ଭୁବନେଶ୍ବରରେ ଆଜିଠୁ ତୃତୀୟ ପର୍ଯ୍ୟାୟ ସେରୋ ସର୍ଭେ, ୧୮ତାରିଖ ପର୍ଯ୍ୟନ୍ତ ଚାଲିବ

16/10/2020 at 9:36 AM

ଭୁବନେଶ୍ବର ୧୬।୧୦: ଭୁବନେଶ୍ବରରେ ଆଜିଠୁ ଆରମ୍ଭ ହେଉଛି ତୃତୀୟ ପର୍ଯ୍ୟାୟ ସେରୋ ସର୍ଭେ । ଆଜିଠୁ ୧୮ ତାରିଖ ପର୍ଯ୍ୟନ୍ତ ରାଜଧାନୀରେ ଚାଲିବ ତୃତୀୟ ପର୍ଯ୍ୟାୟ ସେରୋ ସର୍ଭେଲାନ୍ସ । ଏଥିରେ ୫ଟି ଟିମ୍ ନିୟୋଜିତ ହେବେ ।

ରାଜଧାନୀର ୨୫ଟି ୱାର୍ଡରୁ ସଂଗ୍ରହ ହେବ ରକ୍ତ ନମୁନା । ୧୫ଶହ ଜଣ ବ୍ୟକ୍ତିଙ୍କଠାରୁ କରାଯିବ ନମୁନା ସଂଗ୍ରହ । କେତେ ପ୍ରତିଶତ ଲୋକଙ୍କ ଶରୀରରେ ଆଣ୍ଟିବଡି ସୃଷ୍ଟି ହୋଇଛି ଏବଂ ଗୋଷ୍ଠୀ ସଂକ୍ରମଣ ହୋଇଛି କି ନାହିଁ ତାହା ଏହି ସେରୋ ସର୍ଭେଲାନ୍ସରୁ ସ୍ପଷ୍ଟ ହେବ।

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୬୫୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୨୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୩୧୬୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୨୭ ଜଣଙ୍କର ମୃତ୍ୟୁ ହୋଇଛି ।  

   Related Posts