Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||

ଥାର୍ଡ ୱେଭ୍ ପାଇଁ ସ୍ୱାସ୍ଥ୍ୟ ବିଭାଗର ତପ୍ତରତା: ଟେଷ୍ଟିଂ, ଟ୍ରାକିଂ, ଟ୍ରେସିଂ ଓ ଟିକାକରଣକୁ ଗୁରୁତ୍ୱ

19/07/2021 at 11:05 AM

ଭୁବନେଶ୍ୱର ୧୯/୭ : ରାଜ୍ୟରେ ବର୍ତ୍ତମାନ ସଂକ୍ରମଣର ଗ୍ରାଫ ତଳମୁହାଁ । ଆମେ ଯାହା ଆକଳନ କରିଥିଲୁ ସେହି ଅନୁଯାୟୀ ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । କେସ ଲୋଡ଼, ଓ ସଂକ୍ରମଣ ହାରରେ ଉନ୍ନତି ଆସୁଛି । ରାଜ୍ୟର କିଛି ଜିଲ୍ଲାରେ ସଂକ୍ରମଣ ସ୍ଥିତି ଏବେ ପ୍ଲାଟୋ ଷ୍ଟେଜରେ ରହୁଛି । ଏଥିପାଇଁ ଆତଙ୍କିତ ହେବାର କିଛି ନାହିଁ । ଥାର୍ଡ ୱେଭ ପାଇଁ ଆମେ ସମ୍ପୂର୍ଣ୍ଣ ପ୍ରସ୍ତୁତ । ଟେଷ୍ଟିଂ, ଟ୍ରାକ, ଟ୍ରେସିଂ ଓ ଟିକାକରଣକୁ ଗୁରୁତ୍ୱ ଦେଉଛି । ଏହା ବାଦ ଆମେ ଟେଷ୍ଟିଂ ପାଇଁ ମଧ୍ୟ ଲାବ୍ରୋଟୋରୀ ବଢ଼ାଉଛୁ । ସ୍ୱାସ୍ଥ୍ୟ ଭିତ୍ତିଭୂମି ଯାହା ରହିଛି ତାକୁ ଆମେ ତ୍ୱରାନ୍ୱିତ କରି ତୃତୀୟ ଲହରକୁ ସାମ୍ନା କରିବୁ ।

   Related Posts