Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟିକା ବଣ୍ଟନ ପାଇଁ ୨୧ ଜଣିଆ ପରିଚାଳନା କମିଟି ଗଠନ, ସ୍ଵାସ୍ଥ୍ୟ ବିଭାଗର ନିର୍ଦ୍ଦେଶକ ହେଲେ ଅଧ୍ୟକ୍ଷ
  • ||
  • ୯୦ ପ୍ରତିଶତ ନଷ୍ଟ ହୋଇ ସାରିଥିଲା କରୋନା ସଂକ୍ରମିତ ବ୍ୟକ୍ତିଙ୍କ ଫୁସ୍‌ଫୁସ୍, ଇକମୋ ପଦ୍ଧତିରେ ସୁସ୍ଥ କଲେ ସମ୍ ଡାକ୍ତର
  • ||
  • ଦ୍ଵିତୀୟ ଲହର ସଂକ୍ରମଣର ଆଶଙ୍କା ନାହିଁ, ସୁସ୍ଥ ହୋଇ ଘରକୁ ଫେରିଲେ ୬୦୫ ଆକ୍ରାନ୍ତ
  • ||
  • ଡିସେମ୍ବର ୮ରେ କୃଷକଙ୍କ ଭାରତ ବନ୍ଦ ଡାକରା, ରାଜ୍ୟ କଂଗ୍ରେସର ସମର୍ଥନ ଘୋଷଣା
  • ||
  • ପଞ୍ଚମ ପର୍ଯ୍ୟାୟ କୃଷକ-ସରକାରଙ୍କ ଆଲୋଚନା ବିଫଳ, ଡିସେମ୍ବର ୯’ରେ ପୁଣି ବୈଠକ
  • ||
  • ସାଲେପୁର : ଷଣ୍ଢକୁ ଧକ୍କା ଦେବା ପରେ ହୁତୁ ହୁତୁ ହୋଇ ଜଳିଲା କାର୍, ଅଳ୍ପକେ ବର୍ତ୍ତିଲେ ୪ ଜଣ
  • ||
  • ଭୁବନେଶ୍ବର : ‘ପରୀ’ ହତ୍ୟାକାରୀକୁ ଧରାଇଦେଲେ ମିଳିବ ଲକ୍ଷେ ଟଙ୍କା
  • ||
  • ନୟାଗଡ : ଘର ବାଡିପଟୁ ମିଳିଲା ବୃଦ୍ଧଙ୍କ ମୃତଦେହ, ମୁଣ୍ଡ ଏବଂ ମୁହଁରେ ରହିଛି କ୍ଷତଚିହ୍ନ, ହତ୍ୟା ସନ୍ଦେହ
  • ||
  • ଯାଜପୁର : ଭୟାବହ ଅଗ୍ନିକାଣ୍ଡ, ୧୨ ବଖରା ଘର ସହ ଜଳିଗଲା ଲକ୍ଷାଧିକ ଟଙ୍କାର ସୁନା ଗହଣା
  • ||
  • ଢେଙ୍କାନାଳ : ବାଇକ୍‌କୁ ଧକ୍କା ଦେଲା କାର୍, ଆରୋହୀ ପିଟିହେଲେ ଟ୍ରକ୍‌ରେ, ଚାଲିଗଲା ଜୀବନ
  • ||

ଗୋବିନ୍ଦାଙ୍କ ପାଇଁ ପାଗଳ ଥିଲେ ଏହି ସୁନ୍ଦରୀ ଅଭିନେତ୍ରୀ

12/09/2019 at 12:14 PM

ମୁମ୍ବାଇ୧୨|୯: ବଲିଉଡ ଇଣ୍ଡଷ୍ଟ୍ରିର ଜଣେ ଲୋକପ୍ରିୟ ଅଭିନେତା ହେଉଛନ୍ତି ଗୋବିନ୍ଦା। ଗୋବିନ୍ଦା ବଲିଉଡର ଟପ୍‌ ଅଭିନେତାଙ୍କ ମଧ୍ୟରେ ଗଣତି ହୁଅନ୍ତି। ୯୦ ଦଶକର ବଲିଉଡ ସୁପରଷ୍ଟାର ଗୋବିନ୍ଦା ଆଜିକାଲି ପରଦାରେ କମ ଦେଖାଯାଉଥିଲେ ମଧ୍ୟ ସମସ୍ତଙ୍କ ଦିଲ୍‌ରେ ଏବେ ବି ସେହି କମେଡିଆନ ହୀରୋ ଭାବେ ରାଜ କରନ୍ତି।

ଗୋଟେ ସମୟରେ ବଲିଉଡର ଅନେକ ଅଭିନେତ୍ରୀଙ୍କ ସହ ତାଙ୍କ ନାଁ ଯୋଡା ଯାଉଥିଲା। ତେବେ ଏମିତି ଜଣେ ଅଭିନେତ୍ରୀଙ୍କ ବିଷୟରେ ଜାଣନ୍ତୁ ଯିଏ ଗୋବିନ୍ଦାଙ୍କ ପ୍ରେମରେ ପାଗଳ ଥିଲେ। ଅଭିନେତ୍ରୀ ରାନୀ ମୁଖର୍ଜ୍ଜୀ ଗୋବିନ୍ଦାଙ୍କ ପ୍ରେମରେ ପାଗଳ ଥିଲେ। ବଲିଉଡ ଇଣ୍ଡଷ୍ଟ୍ରିର ଶ୍ରେଷ୍ଠ ଅଭିନେତ୍ରୀଙ୍କ ମଧ୍ୟରୁ ଜଣେ ହେଉଛନ୍ତି ରାନୀ ।

ସେ ବଲିଉଡକୁ ଅନେକ ସୁପରହିଟ୍‌ ଫିଲ୍ମ ଦେଇଛନ୍ତି। ଗୋବିନ୍ଦା ଓ ରାନୀ ମଧ୍ୟ ଏକା ସହ ଅନେକ ଫିଲ୍ମରେ ଅଭିନୟ କରିଛନ୍ତି ଯାହା ବ୍ଲକ୍‌ବଷ୍ଟର ହିଟ୍‌ ହୋଇଛି। ଉଭୟଙ୍କ ଯୋଡି ନେଇ ବଲିଉଡରେ ବେଶ ଚର୍ଚ୍ଚା ହେଉଥିଲା।ରିପୋର୍ଟ ଅନୁସାରେ ଗୋବିନ୍ଦା ଓ ରାନୀ ପାଖା ପାଖି ୪ ବର୍ଷ ଯାଏଁ ରିଲେସନଶିପ୍‌ରେ ଥିଲେ।  

ସୂଚନାଯୋଗ୍ୟ ଯେ, ସେହି ସମୟରେ ରାନୀ ଗୋବିନ୍ଦାଙ୍କୁ ବହୁତ ଭଲ ପାଉଥିଲେ। ଗୋବିନ୍ଦାଙ୍କ ପାଇଁ ସେ ସବୁକିଛି କରିବା ପାଇଁ ପ୍ରସ୍ତୁତ ଥିଲେ। ରାନୀ ଗୋବିନ୍ଦାଙ୍କୁ ବିବାହ କରିବା ନେଇ ସିରିଅସ ଥିଲେ। ହେଲେ ଗୋଟେ ସମୟରେ କିଛି କାରଣ ଯୋଗୁଁ ଉଭୟଙ୍କ ମଧ୍ୟରେ ବହୁତ ଝଗଡା ହେଉଥିଲା।

ଫଳରେ ଦୁହେଁ ଅଲଗା ହେବାର ନିଷ୍ପତ୍ତି ନେଇଥିଲେ। ପରବର୍ତ୍ତି ସମୟରେ ରାନୀ ଫିଲ୍ମ ନିର୍ଦ୍ଦେଶକ ଆଦିତ୍ୟ ଚୋପଡାଙ୍କୁ ବିବାହ କରିଥିଲେ। ଏବେ ସେ ନିଜ ବୈବାହିକ ଜୀବନରେ ବେଶ ଖୁସି ଅଛନ୍ତି।

   Related Posts