Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି କରୋନାରୁ ଆରୋଗ୍ୟ ହେଲେ ୧୦୨୪୨, ଖୋର୍ଦ୍ଧାରୁ ସର୍ବାଧିକ
  • ||
  • ଅନ୍ତର୍ଜାତୀୟ କ୍ରିକେଟ୍‌କୁ ଫେରିବେ ନାହିଁ ଏବି ଡିଭିଲିୟର୍ସ, ସ୍ପଷ୍ଟ କଲା ଦକ୍ଷିଣ ଆଫ୍ରିକା କ୍ରିକେଟ୍ ବୋର୍ଡ
  • ||
  • ପିସିଆର ଭ୍ୟାନ୍ ଦେଖି ପୋଖରୀକୁ ଡେଇଁ ପଡିଲେ ଯୁବକ, ମିଳିଲା ମୃତଦେହ…
  • ||
  • ଧକ୍କା ଦେଲା କାର, ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ
  • ||
  • ନଦୀରୁ ନାବାଳିକାଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୧୧ ବର୍ଷ ପରେ ଗିରଫ ହେଲା ଦୁଃଶାସନ, ପାରୋଲରେ ଆସି ଫେରାର ହୋଇଯାଇଥିଲା
  • ||
  • ହୃଦରୋଗ ବିଶେଷଜ୍ଞ ଡକ୍ଟର କେ.କେ ଅଗ୍ରୱାଲଙ୍କ କରୋନାରେ ଦେହାନ୍ତ, ଦୀର୍ଘ ଦିନ ଧରି ଭେଣ୍ଟିଲେଟରରେ ଚାଲିଥିଲା ଚିକିତ୍ସା
  • ||
  • ଧୋନୀଙ୍କ ତଲଓ୍ୱାରବାଜୀ ଭିଡିଓ ଭାଇରାଲ ପରେ କମେଣ୍ଟ କଲେ ରବୀନ୍ଦ୍ର ଜାଡେଜା
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୨ଜଣଙ୍କ ଜୀବନ, ୨୩୫୭ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଭାକସିନ୍ ନେବା ପରେ ଏହି ସବୁ ସାଇଡ୍ ଇଫେକ୍ଟ ଦିଏ ବିପଦର ସଙ୍କେତ, ହୋଇପାରେ ସାଙ୍ଘାତିକ : ସତର୍କ କଲେ କେନ୍ଦ୍ର ସରକାର
  • ||

ଏଥର ଫୁଟିବ ନାହିଁ ବାଣ, ଖୋଲିବ ନାହିଁ ଦୋକାନ: ଘରେ ରହି ପାଳନ କରିବେ ଦୀପାବଳୀ, ନିୟମ ନ ମାନିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

3/11/2020 at 7:19 PM

 ଭୁବନେଶ୍ବର୩/୧୧: ଏଥର ଖୋଲିବନି ବାଣ ଦୋକାନ, ଆଉ ଫୁଟିବ ନାହିଁ ବାଣ। ରାଜ୍ୟ ତମାମ କଟକଣା ଜାରି କରିଛନ୍ତି ରିଲିଫ୍ କମିଶନର।  ନଭେମ୍ବର ୧୦ରୁ ୩୦ ଯାଏଁ କଟକଣା ଜାରି ରହିବ। ଦୀପାବଳିରେ ପାରମ୍ପାରିକ ଭାବେ ଘରେ ପାଳନ କରିବା ପାଇଁ ମରାମର୍ଶ ଦିଆଯାଇଛି। 

ଦୀର୍ଘ ୨୧ ଦିନ ଲାଗି ଏହି କଟକଣା ବଳବତ୍ତର ରହିବ। ଯେଉଁମାନେ ନମାନି ବାଣ ଫୁଟାଇବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଏ ନେଇ ଜିଲ୍ଲା ପ୍ରଶାସନ ଏବଂ ପୋଲିସ୍‌କୁ କ୍ଷମତା ଦିଆଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିଛି। ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଏ ସଂପର୍କରେ ସୂଚନା ଦିଆଯାଇଛି।

   Related Posts