Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

କୋଭିଡ୍-୧୯ ବିରୋଧରେ ହଜାର ହଜାର ପୋଲିସ କର୍ମଚାରୀ ବ୍ୟକ୍ତିଗତ ଓ ପାରିବାରିକ ବଳିଦାନ ଦେଉଛନ୍ତି- ନବୀନ ପଟ୍ଟନାୟକ

6/04/2020 at 10:25 AM

ଭୁବନେଶ୍ବର୬/୫: କରୋନା ବା କୋଭିଡ୍- ୧୯ ବିରୋଧରେ ଜାରି ରହିଥିବା ସଂଗ୍ରାମରେ କାର୍ଯ୍ୟରତ ହଜାର ହଜାର ପୋଲିସ୍ କର୍ମଚାରୀଙ୍କୁ ପ୍ରଂଶସା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ସେ ଟ୍ବିଟ୍‌ରେ ଲେଖିଛନ୍ତି, କୋଭିଡ-୧୯ ଆମର ସଂଗ୍ରାମରେ ହଜାର ହଜାର ପୋଲିସ୍ କାର୍ମଚାରୀ ବ୍ୟକ୍ତିଗତ ଓ ପାରିବାରିକ ବଳିଦାନ ଦେଉଛନ୍ତି। ଘରେ ରହି ବିରୋଧରେ ଆମର ସଂଗ୍ରାମରେ ହଜାର ହଜାର ପୋଲିସ କର୍ମଚାରୀ ବ୍ୟକ୍ତିଗତ ଓ ପାରିବାରିକ ବଳିଦାନ ଦେଉଛନ୍ତି। ଘରେ ରହି ଏବଂ ସାମାଜିକ ଦୂରତା ବଜାୟ ରଖି ଆସନ୍ତୁ ସେମାନଙ୍କ ବଳିଦାନକୁ ସମ୍ମାନ ଜଣାଇବା। ନିଜର ତଥା ସମାଜର ଭଲ ପାଇଁ ଲକଡାଉନ ପାଳନ କରିବାକୁ ସମସ୍ତଙ୍କୁ ଆହ୍ୱାନ କରୁଛି।

   Related Posts