Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରୋନାରୁ ଶିଶୁଙ୍କ ସୁରକ୍ଷା ପାଇଁ କମିଟି ଗଠନ, ସବୁ କୋଭିଡ୍ ହସ୍ପିଟାଲ୍ରେ ହେଲ୍ପ ଡେସ୍କ ବାଧ୍ୟତାମୂଳକ
  • ||
  • ଜଟିଳ ହେବାରେ ଲାଗିଛି ଭୁବନେଶ୍ଵରରେ କରୋନା ସ୍ଥିତି, ଆଜି ୧୩୫୩ ପଜିଟିଭ୍ ଚିହ୍ନଟ
  • ||
  • ଜୁନ ୧୫ ଯାଏଁ ଶ୍ରୀମନ୍ଦିର ବନ୍ଦ, ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଶାସନର ବଡ ନିଷ୍ପତ୍ତି
  • ||
  • ଆଜି ସୁସ୍ଥରେ ରେକର୍ଡ, ସୁସ୍ଥ ହୋଇ ଘରକୁ ଫେଲେ ୧୨୦୭୭ ଆକ୍ରାନ୍ତ
  • ||
  • ୧୭ ମେ ସୋମବାର ଖୋଲିବ କେଦାରନାଥ ଧାମ କବାଟ ।। ତୀର୍ଥ ପୁରୋହିତ ସୀମିତ ସଂଖ୍ୟକ ଲୋକଙ୍କ ଉପସ୍ଥିତିରେ ବିଧିବିଧାନ ସହ କବାଟ ଖୋଲିବ ।। ପ୍ରଧାନମନ୍ତ୍ରୀଙ୍କ ପକ୍ଷରୁ ଜନତାଙ୍କ କଲ୍ୟାଣ ନିମନ୍ତେ ହେବ ପ୍ରଥମ ପୂଜା ।।
  • ||
  • ଆଗାମୀ ୩ ଦିନରେ ରାଜ୍ୟକୁ ମିଳିବ ଭ୍ୟାକସିନ୍‌ର ୫୧ ଲକ୍ଷ ଡୋଜ୍‌
  • ||
  • ୨୪ରେ ବଙ୍ଗୋପସାଗରରେ ଲଘୁଚାପ, ନେଇପାରେ ଅବପାତର ରୂପ
  • ||
  • ସଂକ୍ରମଣ ସାମାନ୍ୟ କମିଲା : ଦେଶରେ ୨୪ ଘଣ୍ଟାରେ ୩ ଲକ୍ଷ ୧୧ ହଜାରରୁ ଅଧିକ ପଜିଟିଭ୍, ୪୦୭୭ ମୃତ
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧୭୩୨ ପଜିଟିଭ୍
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୩୧୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

କରୋନା କଟକଣାକୁ ବେଖାତିର: ମନ୍ଦିର ବେଢ଼ାରେ ଲାଗିଛି ହଜାର ହଜାର ଭକ୍ତଙ୍କ ଭିଡ

7/11/2020 at 5:51 PM

ସାନଖେମୁଣ୍ଡି୭/୧୧: ଗଞ୍ଜାମ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ଥିଲା। ଜିଲ୍ଲା ପ୍ରଶାସନର ଉଦ୍ୟମ ଫଳରେ ଗଞ୍ଜାମ ଜିଲ୍ଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇଥିଲା।

ପୁଣି ସେହି ଜିଲ୍ଲାରେ କରୋନା କଟକଣାକୁ ଫୁ କରି ମନ୍ଦିରରେ ଲାଗୁଛି ଭିଡ୍।

ଯେତେବେଳେ ମନ୍ଦିର ମାଳିନୀ ଖୋଲିବା ନେଇ ସରକାର କୌଣସି ନିଷ୍ପତ୍ତି ନେଇ ନାହାନ୍ତି। ସେତେବେଳେ ଗଞ୍ଜାମ ଜିଲ୍ଲା କବି ସୂର୍ଯ୍ୟନଗର ମା ମହାମାୟୀ ମନ୍ଦିରର ଏହି ଦୃଶ୍ୟ କରୋନା ସଂକ୍ରମଣକୁ ପୁଣି ଥରେ ଆମନ୍ତ୍ରିତ କରିବା ଭଳି ଲାଗୁଛି। କରୋନା କଟକଣାର ସବୁ ନିୟମକୁ ଫୁ କରି ମନ୍ଦିର ପରିସରରେ ହଜାର ହଜାର ଭକ୍ତ ବୁଲୁଥିବାର ଦେଖିବାକୁ ମିଳିଛି।

   Related Posts