Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||

ଦୁଇ ଜଣଙ୍କୁ ଆକ୍ରମଣ କରି ଲୁଟ୍ ଘଟଣା : ୩ ଅଭିଯୁକ୍ତ ଗିରଫ

20/10/2020 at 3:14 PM

ବଲାଙ୍ଗୀର ୨୦।୧୦: ବଲାଙ୍ଗୀର କମାକ୍ଷୀନଗର ଗାୟତ୍ରୀ ମନ୍ଦିରକୁ ଦର୍ଶନ ପାଇଁ ଯାଇଥିବା ଦୁଇ ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କୁ ଆତର୍କିତ ଆକ୍ରମଣ କରି ଲୁଟ୍ ଘଟଣାର ପର୍ଦ୍ଦାଫାଶ ହୋଇଛି । ଘଟଣାରେ ୩ ଜଣଙ୍କୁ ଗିରଫ କଲା ସଦର ଥାନା ପୋଲିସ ।

ଗିରଫ ଅଭିଯୁକ୍ତ ହେଲେ ବିଜାଖମନର ଜ୍ୟେଷ୍ଠ ନାଗ, ସାରଥୀ ଜାଲ ଓ ରିଙ୍କୁ ଦୀପ । ଗିରଫ ପରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କଲା ସଦର ଥାନା ପୋଲିସ । ସେମାନଙ୍କ ନିକଟରୁ ୩ଟି ମୋବାଇଲ ଜବତ ହୋଇଛି । ଗତ ସେପ୍ଟେମ୍ବର ମାସ ୨୦ ତାରିଖରେ ଲୁଟ୍ ହୋଇଥିଲା ।

   Related Posts