Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ଏଲଓସି ନିକଟରେ ଲ୍ୟାଣ୍ଡ ମାଇନ୍‌ ବିସ୍ଫୋରଣ, ଲେଫ୍ଟନାଣ୍ଟଙ୍କ ସମେତ ୨ ଯବାନ ସହିଦ

30/10/2021 at 8:21 PM

ଶ୍ରୀନଗର ୩୦/୧୦: ଜାମ୍ମୁ-କାଶ୍ମୀରର ରାଜୌରୀ ଜିଲ୍ଲାରେ ନିୟନ୍ତ୍ରଣ ରେଖା ନିକଟରେ ଲ୍ୟାଣ୍ଡ ମାଇନ୍‌ ବ୍ଲାଷ୍ଟ ଯୋଗୁ ଜଣେ ସେନା ଅଧିକାରୀଙ୍କ ସମେତ ଦୁଇ ଯବାନ ସହିଦ ହୋଇଛନ୍ତି। ଏଥିରେ ଅନ୍ୟ ୩ ଜଣ ଯବାନ ଆହତ ମଧ୍ୟ ହୋଇଛନ୍ତି।

ମିଳିଥିବା ସୂଚନା ଅନୁସାରେ, ଶନିବାର ଦ୍ବିପ୍ରହରରେ ରାଜୌରୀ ଜିଲ୍ଲାର ଲାମ ସେକ୍ଟର ଅଞ୍ଚଳକୁ ଯବାନ ଗସ୍ତ କରିଥିଲେ। ଏହି ସମୟରେ ନିୟନ୍ତ୍ରଣ ରେଖା (ଏଲଓସି) ନିକଟରେ ହଠାତ ଲ୍ୟାଣ୍ଡ ମାଇନ୍‌ ବିସ୍ଫୋରଣ ହୋଇଥିଲା । ଅଧିକାରୀଙ୍କ ଅନୁସାରେ, ଏବେ ସୁଦ୍ଧା ବିସ୍ଫୋରଣର କାରଣ ଜଣାପଡ଼ିନାହିଁ।

ତେ​‌ବେ ଆହତ ଲେଫ୍ଟନାଣ୍ଟ ଏବଂ ଦୁଇ ଯବାନ ସହିଦ ହୋଇଥିବା ବେଳେ ଅନ୍ୟ ୩ ଯବାନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ଏହି ଘଟଣା ପରେ ଏଲଓସିରେ ସୈନ୍ୟ ସଂଖ୍ୟା ବୃଦ୍ଧି ହୋଇଥିବା ବେଳେ ଯାଞ୍ଚ ଜୋରଦାର ଚାଲିଛି ।

   Related Posts