Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୁଧବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ଦିନକିଆ ସିରିଜ୍
  • ||
  • ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ-୨୦୨୧: ବିଶ୍ୱର ଶ୍ରେଷ୍ଠ ୧୫ ସହରରେ ରାଉରକେଲା, ଟ୍ୱିଟ୍‌ କରି ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
  • ||

ବିଜେଡିର ତିନି ନେତାଙ୍କୁ ନୂଆ ଦାୟିତ୍ବ ଦେଲେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ

14/04/2019 at 1:20 PM

ଭୁବନେଶ୍ବର ୧୪|୪: ବିଜେଡିର ତିନି ନେତାଙ୍କୁ ନୂଆ ନିଯୁକ୍ତି ଦିଆଯାଇଛି । ସଞ୍ଜୟ ବାବୁ ଓ ସନ୍ତୋଷ ଜେନାଙ୍କୁ ଦଳର ସମ୍ପାଦକ ଭାବେ ନିଯୁକ୍ତି ଦେଇଛନ୍ତି ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ । ସେହିପରି ସନ୍ତୋଷ କୁମାର ଲେଙ୍କାଙ୍କୁ ବିଜେଡି ମିଡିଆ ପ୍ୟାନେଲିଷ୍ଟ ଭାବେ ନିଯୁକ୍ତି ଦିଆଯାଇଛି ।

   Related Posts