ବିଜେଡିର ତିନି ନେତାଙ୍କୁ ନୂଆ ଦାୟିତ୍ବ ଦେଲେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ

Published By : Prameya-News7 Bureau | April 14, 2019 IST

ଭୁବନେଶ୍ବର ୧୪|୪: ବିଜେଡିର ତିନି ନେତାଙ୍କୁ ନୂଆ ନିଯୁକ୍ତି ଦିଆଯାଇଛି । ସଞ୍ଜୟ ବାବୁ ଓ ସନ୍ତୋଷ ଜେନାଙ୍କୁ ଦଳର ସମ୍ପାଦକ ଭାବେ ନିଯୁକ୍ତି ଦେଇଛନ୍ତି ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ । ସେହିପରି ସନ୍ତୋଷ କୁମାର ଲେଙ୍କାଙ୍କୁ ବିଜେଡି ମିଡିଆ ପ୍ୟାନେଲିଷ୍ଟ ଭାବେ ନିଯୁକ୍ତି ଦିଆଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.