Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚୋରା ବାଲି କାରବାରରୁ ହତ୍ୟା, ଶ୍ରମିକଙ୍କ ଉପରେ ଚଢାଇଦେଲେ ଟ୍ରାକ୍ଟର !
  • ||
  • ରାଜ୍ୟରେ ୧୦ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯୮୩୩ କୋଭିଡ୍ ପଜିଟିଭ୍, ୧୧୮୭୨୯୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଶିବାଡ ଘାଟିରେ ଓଲଟିଲା ଇସପାତ୍, ୮ ଗୁରୁତର
  • ||
  • ଶୁକ୍ରବାରଠୁ ଲିଭିବ ଅମର ଯବାନ ଜ୍ୟୋତି : ୫୦ ବର୍ଷ ତଳେ ଶୁଭାରମ୍ଭ କରିଥିଲେ ଇନ୍ଦିରା ଗାନ୍ଧୀ
  • ||
  • ଟି୨୦ ବିଶ୍ୱକପ୍ : ଖେଳସୂଚୀ ଜାରି କଲା ଆଇସିସି, ଏହି ତାରିଖରେ ଭାରତ-ପାକିସ୍ତାନ ମହା ମୁକାବିଲା
  • ||
  • ଦ୍ୱିତୀୟ ଦିନିକିଆରେ କମ୍ ବ୍ୟାକ୍ କରିବ ଟିମ୍ ଇଣ୍ଡିଆ ! ଦକ୍ଷିଣ ଆଫ୍ରିକା ବିପକ୍ଷରେ ସିରିଜ୍ ବରାବର ଲକ୍ଷ୍ୟ
  • ||

ପରିବହନ କାର୍ଯ୍ୟାଳୟରୁ ଦୁଇ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଜଣେ ଦଲାଲକୁ ଗିରଫ କଲା ପୋଲିସ

1/10/2019 at 3:43 PM

ଗଜପତି ୧|୧୦:  ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ୩ଜଣ ଦଲାଲଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି  । ସେମାନେ ହେଲେ ଅନୁଗୁଡି ଗାଁର ଯୁନେଶ ଶବର, ସୁରଙ୍ଗା ଗାଁର ମେଥୁ କାର୍ଯୀ ଏବଂ ପାରଳାଖେମୁଣ୍ଡି କେଉଟ ସାହିର ନାଲା ରାଜୁ ବୋଲି ପୋଲିସ କହିଛି  । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ବିଭିନ୍ନ ରୋଗୀଙ୍କୁ ଠକୁ ଥିବା ଅଭିଯୋଗରେ ନାଲା ରାଜୁକୁ ପୋଲିସ ଗିରଫ କରିଥିବା ବେଳେ ଯୁନେଶ ଓ ମେଥୁକୁ ପୋଲିସ ପରିବହନ କାର୍ଯ୍ୟାଳୟ ପରିସରରୁ ଗିରଫ କରିଛି  । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ମେଡିକାଲ ଓ ପରିବହନ କାର୍ଯ୍ୟାଳୟକୁ ଦଲାଲ ମୁକ୍ତ କରିବା ପାଇଁ ପୋଲିସ ଚଢାଉ ଜାରି ରଖିଛି  ।

   Related Posts