Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ମାନ ରଖିଲା ଭାରତ, ଶେଷ ଦିନିକିଆରେ କଙ୍ଗାରକୁ ୧୩ ରନରେ ଦେଲା ମାତ୍, ୨-୧ରେ ସିରିଜ୍ ଜିତିଲା ଅଷ୍ଟ୍ରେଲିଆ
  • ||
  • ମାଲକାନଗିରି : ଶବ ସତ୍କାର ପାଇଁ ଗାଁ ମଶାଣୀରେ ମିଳୁନି ଜାଗା, ୨୪ ଘଣ୍ଟା ହେଲା ଗାଁ ଦାଣ୍ଡରେ ପଡିଛି ମୃତଦେହ
  • ||
  • ଜୟପୁର : ଆତ୍ମସମର୍ପଣ କଲେ ମହିଳା ମାଓବାଦୀ, ହାର୍ଡକୋର ମାଓବାଦୀ ରାମକ୍ରିଷ୍ଣାର ଥିଲା ଅଙ୍ଗରକ୍ଷୀ
  • ||
  • ଭୁବନେଶ୍ବର : ୧୧୨ ଡାଏଲ କରନ୍ତୁ, ମିଳିବ ସବୁ ଜରୁରୀ ସେବା ଓ ସହାୟତା : ନୂଆ ଏକକ ପୋଲିସ ହେଲ୍ପ ଲାଇନ୍ ନମ୍ବର ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • କଟକ : ‘ସ୍କୁଲ ଫି’ ଧାର୍ଯ୍ୟ ପାଇଁ ଆଇନ ନାହିଁ’- ହାଇକୋର୍ଟରେ ଏଭଳି ତଥ୍ୟ ରଖିଲେ ସରକାର
  • ||
  • ୩ ଦିନିଆ ରିମାଣ୍ଡରେ ଯିବେ ଅଭୟକାନ୍ତ ପାଠକ: ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦେଲେ ଅନୁମତି
  • ||
  • ଭୁବନେଶ୍ୱର : କମିଲା କରୋନା ପରୀକ୍ଷା ଦର, ଏଣିକି ୪ଶହ ଟଙ୍କାରେ ହେବ କୋଭିଡ୍ RT-PCR ଟେଷ୍ଟ
  • ||
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣା : ଜଣେ ମୃତ, ୨ ଗୁରୁତର
  • ||
  • କଣ୍ଟାବାଞ୍ଝି : ରେଳ ଷ୍ଟେସନରୁ ୭୪ ଜଣ ଦାଦନ ଶ୍ରମିକ ଉଦ୍ଧାର, ସର୍ଦାର ଫେରାର
  • ||

ପାରିବାରିକ କଳହରୁ ଘରେ ନିଆଁ ଲଗାଇଦେଲେ ଯୁବକ : ସ୍ତ୍ରୀ, ଛୁଆ ସହ ଶାଶୂ ଗୁରୁତର

22/02/2020 at 8:03 AM

ସାଲେପୁର ୨୨।୨: ପାରିବାରିକ କଳହକୁ କେନ୍ଦ୍ର କରି ତୁମୁଳକାଣ୍ଡ । ଘରେ ନିଆଁ ଲଗାଇଦେଲେ ଯୁବକ । ଘର ଭିତରେ ଜଳିଗଲେ ସ୍ତ୍ରୀ, ଛୁଆ ଏବଂ ଶାଶୂ । ଗୁରୁତର ଅବସ୍ଥାରେ କଟକ ବଡ ମେଡିକାଲରେ ଭର୍ତ୍ତି । ଘଟଣାର ତଦନ୍ତ କରୁଛି ପୋଲିସ ।

ସୂଚନାଯୋଗ୍ୟ ଯେ, କଟକ ଜିଲ୍ଲା ସାଲେପୁର ଉତ୍ତର ବଟେଶ୍ବର ଗାଁରେ ପାରିବାରିକ କଳହକୁ କେନ୍ଦ୍ର ଏଭଳି ଘଟଣା ଘଟିଛି । ରହୁଥିବା ଭଡା ଘରେ ନିଆଁ ଲଗାଇ ଦେଇଛନ୍ତି ଯୁବକ । ଘରେ ସ୍ତ୍ରୀ, ଛୁଆ ଏବଂ ଶାଶୂ ଶୋଇଥିବା ବେଳେ କବାଟ ବନ୍ଦ କରି ବାବୁଲି ନାମକ ଯୁବକ ନିଆଁ ଲଗାଇଦେଇଥିବା ଜଣାପଡିଛି । ଫଳରେ ଘର ଭିତରେ ଶୋଇଥିବା ସ୍ତ୍ରୀ, ଛୁଆ ଏବଂ ଶାଶୂ ଜଳିଯାଇଛନ୍ତି । ସମସ୍ତଙ୍କୁ ଗୁରୁତର ଅବସ୍ଥାରେ ସାଲେପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ଅଧିକ ଗୁରୁତର ହେବାରୁ ସମସ୍ତଙ୍କୁ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି ।

ବାବୁଲିଙ୍କ ନିଜ ଘର କିଶନନଗର ଥାନା କାଳିକାପୁର ଗାଁରେ । ସେ ସାଲେପୁର ଉତ୍ତର ବଟେଶ୍ବର ଗାଁରେ ଭଡା ଘରେ ରହୁଥିଲେ । ସାଲେପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି ।

   Related Posts