Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ

1/11/2021 at 10:02 AM

ଭୁବନେଶ୍ୱର ୦୧।୧୧ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୩୧୬ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୩୬ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଅନୁଗୁଳ, ବାଲେଶ୍ୱର, ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୧୭୭୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୨୩୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୯୧୪୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୦୫୭୯୯୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts