Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରୋଞ୍ଚ ପଦକ ସହ ସ୍ଵଦେଶ ଫେରିଲେ ପିଭି ସିନ୍ଧୁ, ଦିଲ୍ଲୀ ଏୟାରପୋର୍ଟରେ ହେଲା ଭବ୍ୟ ସ୍ଵାଗତ
  • ||
  • ପାକିସ୍ତାନ ଉପରେ ଲାଗିଲା ଲଗାମ ! ମାର୍ଚ୍ଚରେ ଘଟିନାହିଁ ଗୋଟିଏ ବି ଅସ୍ତ୍ରବିରତି ଉଲ୍ଲଂଘନ ଘଟଣା, ଜୁନରେ କେବଳ ଦୁଇ
  • ||
  • ବୁଧବାରଠୁ ଭାରତ-ଇଂଲଣ୍ଡ ଟେଷ୍ଟ୍ ସିରିଜ୍ : ଟିମ୍ ଇଣ୍ଡିଆର ଜୋରଦାର ଅଭ୍ୟାସ, ଓପନିଂ ଯୋଡିକୁ ନେଇ ଚିନ୍ତାରେ ବିରାଟ
  • ||
  • କଟକ : କାଲିଠୁ ଖୋଲିବ କଟକ ଜିଲ୍ଲାରେ ସମସ୍ତ ଧର୍ମାନୁଷ୍ଠାନ, ଜିଲ୍ଲାପାଳ ଦେଲେ ସୂଚନା
  • ||
  • ପାଟଣା : ପାଟଣାରେ କଳା ପଲସର୍ ଆତଙ୍କ, ବାଇକ୍ ଡିକି ଭାଙ୍ଗି ଲୁଟିନେଲେ ୪ଲକ୍ଷ ଟଙ୍କା
  • ||
  • ଭୁବନେଶ୍ବର : ନିଜ ବନ୍ଧୁକରୁ ନିଜକୁ ଗୁଳିକଲେ ସିକ୍ୟୁରିଟି ଗାର୍ଡ, ପାରିବାରିକ କଳହ ଯୋଗୁଁ ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକକୁ ଧକ୍କା ଦେଲା ଟ୍ରକ୍, ରାସ୍ତାରେ ଛଟଛଟ ହୋଇ ଚାଲିଗଲା ଭଣଜା, ହସ୍ପିଟାଲରେ ଆଖିବୁଜିଲା ମାମୁଁ…
  • ||
  • କଟକ : ତପ୍ତପାଣି ଘାଟିରେ ଦୁର୍ଘଟଣା, ଭାରସାମ୍ୟ ହରାଇ ଓଲଟିଲା ମକା ଓ କପା ବୋଝେଇ ଦୁଇ ଟ୍ରକ୍
  • ||
  • ଭୁବନେଶ୍ବର : ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ ଟପ୍ପର ହେଲେ ଓଡିଆ ଝିଅ ଅମ୍ରିତା
  • ||
  • ଆଠଗଡ : ଟିକା ନପାଇ ଫେରିଲେ ଲୋକେ, ୨ ଦିନ ଧରି ଆଠଗଡ ବ୍ଲକ୍ ଅଞ୍ଚଳରେ ଟିକଦାନ ବନ୍ଦ
  • ||

ସଂକ୍ରମଣ ରୋକିବାକୁ ପଦକ୍ଷେପ, ଚିଲିକା-ବାଣପୁର ବ୍ଲକ ଏବଂ ବାଲୁଗାଁ-ବାଣପୁର NACକୁ ୩ ଦିନିଆ ସଟ୍‌ଡାଉନ୍

11/08/2020 at 9:01 AM

ଖୋର୍ଦ୍ଧା ୧୧।୦୮: ସଂକ୍ରମଣ ରୋକିବାକୁ ସଟ୍ ଡାଉନ୍ । ଆଜିଠୁ ଚିଲିକା-ବାଣପୁର ବ୍ଲକ ଏବଂ ବାଲୁଗାଁ-ବାଣପୁର NAC ର ସମସ୍ତ ଅଞ୍ଚଳକୁ ସମ୍ପୂର୍ଣ୍ଣ ସଟ୍-ଡ଼ାଉନ ଘୋଷଣା କରାଯାଇଛି । ଏସବୁ ଅଞ୍ଚଳରେ ଆଜି ସନ୍ଧ୍ୟା ୭ଟାରୁ ୧୪ ତାରିଖ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ କଟକଣା ବଳବତ୍ତର ରହିବ ବୋଲି ଖୋର୍ଦ୍ଧା ଉପ- ଜିଲ୍ଲାପାଳ ସୂଚନା ଦେଉଛନ୍ତି । ଏହି ୩ଦିନିଆ କଟକଣା ବେଳେ ସମସ୍ତ ସରକାରୀ ଏବଂ ବେସରକାରୀ ପ୍ରତିଷ୍ଠାନ ମଧ୍ୟ ବନ୍ଦ ରହିବ । ଏହି ସମୟରେ ସମସ୍ତ ଜନ ସାଧାରଣଙ୍କୁ ଘରେ ରହିବାକୁ ଅନୁରୋଧ କରିଛନ୍ତି ଉପ-ଜିଲ୍ଲାପାଳ ।

ସଟଡାଉନ୍ ସମୟରେ ବ୍ଲକ ଏବଂ NAC ପ୍ରଶାସନ ଦ୍ୱାରା ଗଠନ କରାଯାଇଥିବା ବିଭିନ୍ନ ଟିମ ଅତ୍ୟାବଶ୍ୟକ ସାମଗ୍ରୀ ଏବଂ ମେଡ଼ିସିନ ଅଞ୍ଚଳବାସୀଙ୍କୁ ଯୋଗାଇବେ । ବର୍ତ୍ତମାନ ସୁଦ୍ଧା ସେଠାରେ ୨୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି । ସେମାନଙ୍କ ମଧ୍ୟରେ ୨୫ ଜଣ କରୋନା ଯୋଦ୍ଧା ଅଛନ୍ତି । ସେହିପରି କରୋନାରେ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ଜଣେ କରୋନା ଯୋଦ୍ଧା ।

   Related Posts