Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

କାଣ୍ଡଲା ବନ୍ଦର ନିକଟରେ ଭୟାବହ ଅଗ୍ନିକାଣ୍ଡ : ୩ମୃତ , ଅନେକ ଆହତ

30/12/2019 at 5:48 PM

ଗାନ୍ଧୀଧାମ ୩୦।୧୨: ଅଗ୍ନିକାଣ୍ଡରେ ଚାଲିଗଲାତିନି ଜୀବନ । ଗୁଜୁରାଟର କାଣ୍ଡଲା ବନ୍ଦରରେ ନିକଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି।  କାଣ୍ଡଲା ବନ୍ଦରରେ ନିକଟରେ ଥିବା ଏକ ରାସାୟାନିକ ଭଣ୍ଡାରର  ଗୋଦାମ ଘରେ ନିଆଁ ଲାଗିଯାଇଛି । ତେବେ ଅଗ୍ନିକାଣ୍ଡରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳ ୨ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ନିକଟସ୍ଥ ମେଡିକାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ ଜାରି ରଖିଛି ।

   Related Posts