Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||
  • ଆସୁଛି ବାତ୍ୟା: ପ୍ରଭାବିତ ହେବ ଓଡ଼ିଶା, ୩ ରାତିରୁ ଉପକୂଳରେ ପ୍ରବଳ ବର୍ଷିବ ଓ ପବନ ବୋହିବ
  • ||
  • ୨୦୧୭ ହତ୍ୟା ଘଟଣାର ଖୋଳତାଡ କରିବ କ୍ରାଇମବ୍ରାଞ୍ଚ, ୪ ପୋଲିସ ଅଧିକାରୀଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ
  • ||
  • ମିଚିଗାନ ସ୍କୁଲରେ ୧୫ ବର୍ଷର ଛାତ୍ରର ଉନ୍ମତ୍ତକାଣ୍ଡ, ଆଖିବୁଜା ଗୁଳିମାଡ଼ରେ ୩ ମୃତ
  • ||
  • ଭଦ୍ରକ ବରପଦା ନିକଟରେ ଦୁଇ ଅପରାଧୀଙ୍କୁ ଏନକାଉଣ୍ଟର
  • ||

ମର୍ମନ୍ତୁଦ ସଡକ ଦୁର୍ଘଟଣା, ୩ ମୃତ

12/01/2020 at 5:57 PM

ରାଞ୍ଚି ୧୨।୦୧: ସଡକ ଦୁର୍ଘଟଣାରେ ଚାଲିଗଲା ୩ ଜୀବନ । ରାଞ୍ଚି ନିକଟରେ କାର-ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଦୁର୍ଘଟଣା ଘଟିଛି । ମତୃକଙ୍କ ପରିଚୟ ମିଳିପାରିନାହିଁ । ତେବେ ମୃତ ୩ଜଣ ଗୋଟିଏ ବାଇକ ଗସ୍ତ କରୁଥିଲେ ବୋଲି ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ଶବ ବ୍ୟବେଚ୍ଛଦ ପାଇଁ ମେଡିକାଲକୁ ପଠାଇଛି ।

   Related Posts