Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ମର୍ମନ୍ତୁଦ ସଡକ ଦୁର୍ଘଟଣା : ଟ୍ରକ ସହ ବାଇକ ଧକ୍କା, ୩ମୃତ

12/11/2019 at 8:07 AM

ଯାଜପୁର ୧୨।୧୧: ଯାଜପୁର ଜିଲ୍ଲା ଅନ୍ତର୍ଗତ ପାଣିକୋଇଲି ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ସଡକ ଦୁର୍ଘଟଣାରେ ତିନିଜଣ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି ।

ସୂଚନାଯୋଗ୍ଯ ଯେ, ପାଣିକୋଇଲି ଥାନା ପଥରପଦା ଛକ ନିକଟରେ ଆଜି ସକାଳ ସମୟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଟ୍ରକକୁ ପଛପଟୁ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ତିନିଜଣ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । ନହରାପଦା ଗାଁର ଇଶ୍ବର ପଣ୍ଡାଙ୍କ ପୁଅ ଜଗନ୍ନାଥ, ବିରୁହା ପଞ୍ଚାୟତ ତଣ୍ଡରା ଗାଁର କାଠି ଦଲେଇଙ୍କ ପୁଅ ସିପୁନ ଓ ଇନ୍ଦ୍ରମଣି ଦଳେଇଙ୍କ ପୁଅ ମହେଶ୍ବରଙ୍କ ମୃତ୍ୟୁ ହୋଇଛି । ପୋଲିସ ମୃତଦେହ ଜବତ କରି ତଦନ୍ତ ଜାରି ରଖିଛି ।

   Related Posts