Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

ଟ୍ରକ ପଛରେ ପିଟିଲା ବାଇକ, ଚାଲିଗଲା ୩ ଜୀବନ

13/12/2019 at 9:39 AM

ସୁନ୍ଦରଗଡ ୧୩।୧୨: ଦୁର୍ଘଟଣାରେ ଚାଲିଗଲା ତିନି ଜୀବନ । ସୁନ୍ଦରଗଡ ଜିଲ୍ଲା ତଲସରା ଥାନ ସବଡେଗା ନିକଟରେ ସଡକ ଦୁର୍ଘଟଣା ଘଟିଛି ।

ସୂଚନାଯୋଗ୍ୟ ଯେ, ସବଡେଗା ନିକଟରେ ରାସାକଡ଼ରେ ଠିଆ ହୋଇଥିବା ଟ୍ରକକୁ ପଛପୁଟ ଧକ୍କାଦେଲା ବାଇକ । ଘଟଣାସ୍ଥଳରେ ବାଇକରେ ଥିବା ତିନିଜଣଙ୍କ  ମୃତ୍ୟୁ ହୋଇଛି । ତେବେ ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ ।

   Related Posts