Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||
  • ଖୋଲିଲା ଶିମିଳିପାଳ, ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର
  • ||
  • ଆଉ ନାହାଁନ୍ତି ପଦ୍ମଶ୍ରୀ ଶାନ୍ତିଦେବୀ, ୮୮ ବର୍ଷ ବୟସରେ ପରଲୋକ
  • ||
  • କଥକ ସମ୍ରାଟ ବିରଜୁ ମହାରାଜଙ୍କ ପରଲୋକ, ୮୩ ବର୍ଷ ବୟସରେ ଦେହାନ୍ତ
  • ||
  • ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ : ସୋମବାରଠୁ ଦାଖଲ ହେବ ପ୍ରାର୍ଥୀପତ୍ର, କରୋନା କଟକଣାରେ ସରିବ ପୁରା ପ୍ରକ୍ରିୟା
  • ||
  • ଆହତ ହାତୀର ଚିକିତ୍ସା କଲା ବନ ବିଭାଗ, ବାରହା ଫାଶରେ ପଡି ଗୋଡରେ ହୋଇଥିଲା କ୍ଷତ
  • ||
  • ଖସିବ ପାରଦ ବଢିବ ଶୀତ, ୧୯ ଯାଏଁ ବିଭିନ୍ନ ଜିଲ୍ଲାରେ ଘନ କୁହୁଡି
  • ||

ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୩ଟି ଗେଟ୍, ୮ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି

13/09/2019 at 8:09 AM

ସମ୍ବଲପୁର ୧୩।୯: ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୩ଟି ଗେଟ୍ । ବର୍ତ୍ତମାନ ଜଳଭଣ୍ଡାରର ୮ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ବାମ ପାର୍ଶ୍ବରେ ୬ଟି ଏବଂ ଡାହାଣ ପାର୍ଶ୍ବରେ ୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୨୭.୮୫ ଫୁଟ୍ ରହିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୨ ଲକ୍ଷ ୧୬ ହଜାର ୨୩୮ କ୍ୟୁସେକ୍ ଜଳ । ଜଳଭଣ୍ଡାର ମଧ୍ୟରୁ ନିଷ୍କାସିତ ହେଉଛି ୧ ଲକ୍ଷ ୧ ହଜାର ୮୮୫ କ୍ୟୁସେକ୍ ଜଳ ।

   Related Posts