Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ସ୍ପେଶାଲ ସ୍କ୍ବାଡ୍ ପଞ୍ଝାରେ କଟୁରୀ ଗ୍ୟାଙ୍ଗ, ଲୁଟେରାଙ୍କୁ କାବୁ କଲା ପୋଲିସ

5/05/2021 at 11:58 AM

ଭୁବନେଶ୍ୱର ୦୫।୦୫: ସ୍ପେଶାଲ ସ୍କ୍ବାଡ ପଞ୍ଝାରେ ୩ ଜଣିଆ କଟୁରୀ ଗ୍ୟାଙ୍ଗ। କଟକ-ଭୁବନେଶ୍ବର କମିଶନରେଟ ପୋଲିସ ଅଞ୍ଚଳରେ ଚଳାଇଥିଲେ ଆତଙ୍କ ରାଜ। ଯାହାର ପର୍ଦ୍ଦାଫାଶ କରିଛି ସ୍ପେଶାଲ ସ୍କ୍ୱାର୍ଡ ।

ଖବର ଅନୁଯାୟୀ, ଗତ କିଛି ଦିନ ହେଲା ଭୁବନେଶ୍ୱରରେ ଏମାନେ ପଲ୍ ସର ଗାଡ଼ିରେ ଆସି ଲୋକଙ୍କୁ କଟୁରୀରେ ଆକ୍ରମଣ କରୁଥିଲା । ଆକ୍ରମଣ ପରେ ଆହତ ହୋଇ ପଡିଥିବା ଲୋକଙ୍କ ଠାରୁ ସୁନା ଗହଣା ଲୁଟି ନେଉଥିଲେ। ବେଶ୍‌ କିଛି ଦିନ ଧରି ଚାଲିଥିଲା ଏପରି କାମ । ଶେଷରେ କମିଶନରେଟ୍‌ ପୋଲିସର ସ୍ପେଶାଲ ସ୍କ୍ୱାର୍ଡ ପକ୍ଷରୁ ଗଠିତ ଏକ ଟିମ୍‌ ଏମାନଙ୍କୁ ଧରିବାରେ ସକ୍ଷମ ହୋଇଛି । ଏମାନଙ୍କ ନିକଟରୁ ଲକ୍ଷାଧିକ ଟଙ୍କାର ସୁନାଗହଣା ଜବତ ମଧ୍ୟ କରାଯାଇଛି। ବିଭିନ୍ନ ଥାନାରେ ଏମାନଙ୍କ ନାଁରେ ୩୦ରୁ ଅଧିକ ମାମଲା ରହିଥିବାର ସୂଚନା ମିଳିଛି ।

   Related Posts