Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

ଧଳାଜହର ବିକ୍ରି ବେଳେ ମାଡିବସିଲା ପୋଲିସ ;୨୬ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ, ୩ ଗିରଫ

6/10/2021 at 11:56 AM

କଟକ ୦୬।୧୦ : ଥମୁନି ଧଳାଜହର କାରବାର । କଟକରୁ ପୁଣି ଜବତ ହେଲା ଧଳାଜହର । ୨୬ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ କରିଛି କଟକ ଦରଘାବଜାର ଥାନା ପୋଲିସ । ବ୍ରାଉନ୍‌ସୁଗାର ବିକ୍ରି କରିବା ଅଭିଯୋଗରେ ୩ଜଣଙ୍କୁ ଗିରଫ ମଧ୍ୟ କରିଛି ପୋଲିସ । ସମସ୍ତଙ୍କୁ ପଚରାଉଚରା ଜାରି ରଖିଛି ।

ଖବର ଅନୁଯାୟୀ, ବ୍ରାଉନ୍‌ସୁଗାର କାରବାର ନେଇ ପୋଲିସକୁ ଗୁଇନ୍ଦା ସୂଚନା ମିଳିଥିଲା । ଏହାପରେ ପୋଲିସକୁ ଆକ୍ସନକୁ ଆସିଯାଇଥିଲା । ଦରଘାବଜାର ପୋଲିସ ଚଢାଉ କରି ପ୍ରାୟ ୨୬ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ କରିଛି । ଏହାସହିତ ୩ଜଣଙ୍କୁ ଗିରଫ ମଧ୍ୟ କରିଛି ପୋଲିସ । ଏଥିସହ ସେମାନଙ୍କ ନିକଟରୁ ୧ଲକ୍ଷ ନଗଦ ଟଙ୍କା ଜବତ ମଧ୍ୟ ହୋଇଛି । ସମସ୍ତକୁ ପଚରାଉଚରା ଜାରି ରଖିଛି ପୋଲିସ ।

ସେହିପରି  ବ୍ରାଉନ୍‌ସୁଗାର କାରବାରର ଚେର କେଉଁଆଡ଼େ ଲମ୍ବିଛି । ସେନେଇ ଛାନ୍‌ଭିନ୍‌ ଜାରି ରଖିଛି ପୋଲିସ । ଏମାନେ ସବୁ କେତେଦିନ ଠାରୁ ଏହି ଚୋରା କାରବାରରେ ସଂପୃକ୍ତ ଥିଲେ । ସେନେଇ ମଧ୍ୟ ଖୋଲତାଡ଼ ଜାରି ରଖିଛି ଦରଘାବଜାର ଥାନା ପୋଲିସ ।

   Related Posts