Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

IPLରେ ବେଟିଂ ଅଭିଯୋଗରେ ତିନି ଗିରଫ, ଲକ୍ଷାଧିକ ଟଙ୍କା ସହ ୫ ମୋବାଇଲ ଜବତ

22/10/2020 at 9:06 AM

ଖଲ୍ଲିକୋଟ ୨୧।୧୦: ଆଇପିଏଲ୍‌ ୧୩ତମ ସିଜିନ ଚାଲିଛି। ଗଞ୍ଜାମ ଅଞ୍ଚଳରେ ଆଇପିଏଲ୍‌ରେ ବେଟିଂ କାରବାର ଚାଲିଥିବା ବେଳେ ତିନିଜଣଙ୍କୁ ଗିରଫ କରିଛି ପୋଲିସ । ସେମାନଙ୍କୁ ନିକଟରୁ ୧ଲକ୍ଷ ୨୭ହଜାର ୪୫୦ଟଙ୍କା ଜବତ କରିଛି ଆସିକା ପୋଲିସ ।

ଖବର ଅନୁଯାୟୀ, ଆସିକା ଅଞ୍ଚଳରେ ଗତକିଛି ଦିନ ହେଲା ଆଇପିଏଲ୍‌ ବେଟିଂ କାରବାର ଚାଲିଥିବା ପୋଲିସକୁ ଖବର ମିଳିଥିଲା । ତେବେ ପୋଲିସ ଘଟଣାରେ ତତ୍ପରତା ଦେଖାଇ ବିଳମ୍ବିତ ରାତିରେ ଚଢାଉ କରିଥିଲେ । ପୋଲିସ ଚଢାଉ ସମୟରେ ଆଇପିଏଲ୍‌ ବେଟିଂ କାରବାର ନେଇ ୩ଜଣଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ୧ଲକ୍ଷ ୧୭ହଜାର ୪୫୦ଟଙ୍କା ଜବତ କରିଛି । ଏହାସହିତ ୫ଟି ମୋବାଇଲ ଫୋନ୍‌ ମଧ୍ୟ ଜବତ କରିଛି ଆସିକା ପୋଲିସ । ଆଇପିଏଲ୍ ସମ୍ପର୍କୀତ କିଛି ସାମଗ୍ରୀ ମଧ୍ୟ ଜବତ ହୋଇଛି । ଏନେଇ ଥାନାରେ ୫୪୯/୨୦ ମାମଲା ରୁଜୁ ହୋଇଥିବା ଆସିକା ଥାନା ଅଧିକାରୀ ସୂଚନା ଦେଇଛନ୍ତି ।

   Related Posts