Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ ସ୍ବର୍ଗ ଦ୍ବାରରୁ ହଟିଲା କଟକଣା, ସଂକ୍ରମଣ କମୁଥିବାରୁ ଜିଲ୍ଲା ପ୍ରଶାସନର ନିଷ୍ପତ୍ତି
  • ||
  • ‘କୁଲଦୀପ ଯାଦବଙ୍କ ପାଇଁ ଚ୍ୟାଲେଞ୍ଜିଂ ହେବ ଓ୍ବେଷ୍ଟଇଣ୍ଡିଜ ସିରିଜ୍, ଟିମ୍‌ ଇଣ୍ଡିଆକୁ ଭରସା ରଖିବାକୁ ହେବ’: ହରଭଜନ ସିଂହ
  • ||
  • ବିଧାନସଭା ନିର୍ବାଚନ ଏବଂ ବଜେଟ୍‌ ଅଧିବେଶନ ପୂର୍ବରୁ କଂଗ୍ରେସ ଡାକିଲା ଗୁରୁତ୍ବପୂର୍ଣ୍ଣ ବୈଠକ, ପ୍ରସ୍ତୁତ ହେବ ରଣନୀତି
  • ||
  • ରାଜ୍ୟରେ ସୁସ୍ଥହେଲେ ଆଉ ୧୧,୧୫୭ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୬୫୩ଜଣ ଡିସଚାର୍ଜ
  • ||
  • ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ.ଜୟଶଙ୍କରଙ୍କୁ କରୋନା, ନିଜକୁ କଲେ ଆଇସୋଲେଟ୍
  • ||
  • ମହାକାଶରେ ନିୟନ୍ତ୍ରଣ ହରାଇଛି ସ୍ପେସଏକ୍ସର ଫାଲକନ-୯, ବିପଦରେ ଭାରତର ଚନ୍ଦ୍ରଯାନ
  • ||
  • ବିଜେପିରେ ସାମିଲ ହେଲେ ଉତ୍ତରାଖଣ୍ଡର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ କିଶୋର ଉପାଧ୍ୟାୟ
  • ||
  • ରାଜ୍ୟରେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୫୦କୁ ବୃଦ୍ଧି
  • ||
  • ରାଜ୍ୟରେ କମିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୯୦୧ କୋଭିଡ୍ ପଜିଟିଭ୍, ୧୨୩୧୧୬୯ରେ ପହଞ୍ଚିଲା ସଂଖ୍ୟା
  • ||
  • ଜିଲ୍ଲା ପରିଷଦ ନିର୍ବାଚନ ଲଢୁଛନ୍ତି ଡାକ୍ତରାଣୀ, ଚର୍ଚ୍ଚାରେ ବିଜେପି ପ୍ରାର୍ଥୀ ମୋନାଲିସା
  • ||

ଛଦ୍ମବେଶୀ ସେବାୟତ : ୧୪୪ ଧାରା ଭାଙ୍ଗିବା ଅଭିଯୋଗରେ ୩ ଜଣଙ୍କୁ ଅଟକ ରଖିଛି ପୁରୀ ପୋଲିସ

5/06/2020 at 3:11 PM

ପୁରୀ ୫।୬: ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଉପଲକ୍ଷେ ଶ୍ରୀମନ୍ଦିର ଚତୁଃପାର୍ଶ୍ବରେ ୧୪୪ ଧାରା ଜାରି ହୋଇଥିବା ବେଳେ ନିୟମକୁ ଉଲ୍ଲଘଂନ କରି କଟକ ନେମାଳର ୩ ଜଣ ସେବାୟତ ବେଶରେ ଆସି ହଟହଟା ହୋଇଛନ୍ତି ।

ଏକ ସ୍କର୍ପିଓ ଗାଡିରେ ନେମାଳ ଅଚ୍ୟୁତାନନ୍ଦ ଆଶ୍ରମର ୩ ଜଣ ବଡଦାଣ୍ଡ ଦେଇ ଶ୍ରୀମନ୍ଦିର ସିଂହଦ୍ବାର ପର୍ଯ୍ୟନ୍ତ ପଳାଇଆସିଥିଲେ। ଉପସ୍ଥିତ ପୋଲିସ କର୍ମୀ ଏହା ଦେଖି ସେମାନଙ୍କୁ ଧରି ସିଂହଦ୍ବାର ଥାନାରେ ଅଟକ ରଖିଛନ୍ତି। ଶ୍ରୀମନ୍ଦିରରୁ ମହାପ୍ରସାଦ ନେବା ପାଇଁ ସେମାନେ ଆସିଥିବା ସଫେଇ ଦେଇଛନ୍ତି। 

   Related Posts