Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

ଜଙ୍ଗଲରୁ ୩ ବାରାହା ଶିକାରୀ ଗିରଫ, ମାଂସ ଓ ବୋମା ଜବତ

26/09/2020 at 2:09 PM

ତେଲକୋଇ ୨୬।୯: କେନ୍ଦୁଝର ଜିଲ୍ଲା ତେଲକୋଇ ବନାଞ୍ଚଳ ଅଧିନସ୍ଥ ଉଦୟଗିରି ଢିଙ୍କେଶ୍ବରୀ ଜଙ୍ଗଲରେ ଚାଲିଛି ଅବାଧ ବାରାହା ଶିକାର । ଉଚ୍ଚ ଶକ୍ତି ସମ୍ପନ୍ନ ବିଦ୍ୟୁତ ତାର ଓ ହାତରେ ତିଆରି ହୋଇଥିବା ବୋମା ସାହାଯ୍ୟରେ ଫାଶ ବସାଇ ବାରାହା ଶିକାର କରାଯାଉଥିବା ଦେଖିବାକୁ ମିଳିଛି ।

ଶୁକ୍ରବାର ରାତିରେ ଖବର ପାଇ ବନ ବିଭାଗ ଉକ୍ତ ଜଙ୍ଗଲରେ ଚଢାଉ କରି ୩ ଜଣଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ବାରାହା ମାଂସ ଓ ଶିକାରରେ ବ୍ୟବହୃତ ହାତ ତିଆରି ବୋମା ଓ ବିଦ୍ୟୁତ ତାର ଜବତ କରିଛି । ୩ ଶିକାରୀ ଉଦୟଗିରି ଗାଁର ଇନ୍ଦ୍ରମଣି ପାତ୍ର, ବିଷ୍ଣୁ ମହାକୁଡ ଓ ବିଜୟ ମହାରଣା ବୋଲି ଜଣାପଡିଛି । ଶନିବାର ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଜଣାପଡିଛି ।

   Related Posts