Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ୩ ଗୁରୁତର

2/02/2021 at 9:54 AM

ଖୋର୍ଦ୍ଧା ୨।୨: ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଗଛକୁ ଧକ୍କା ଦେଲା କାର୍ । ଦୁର୍ଘଟଣାରେ କାରରେ ଥିବା ୩ ଜଣ ଗୁରୁତର ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲା ବାଘମାରୀ ଥାନା ଅନ୍ତର୍ଗତ ଗଁପୁର ଛକଠାରେ ଦୁର୍ଘଟଣା ଘଟିଛି ।

ସୂଚନାଯୋଗ୍ୟ ଯେ, ଖୋର୍ଦ୍ଧା ଜିଲ୍ଲା ବାଘମାରୀ ଥାନା ଅନ୍ତର୍ଗତ ଗଁପୁର ଛକଠାରେ ମଙ୍ଗଳବାର ସକାଳେ ଏକ କାର୍ ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଗଛକୁ ଧକ୍କା ଦେଇଥିଲା । ଫଳରେ କାରରେ ଥିବା ୩ ଜଣ ଗୁରୁତର ହୋଇଛନ୍ତି । ଆଠଗଡରୁ ଖୋର୍ଦ୍ଧା ଅଭିମୁଖେ ଯାଉଥିବା ବେଳେ ରାସ୍ତା ଖାଲ ହୋଇଥିବାରୁ କାର୍ ଚକ ଖାଲରେ ପଡିଯିବାରୁ ଭାରସାମ୍ୟ ହରାଇ ଗଛରେ ଧକ୍କା ହୋଇଥିଲା । ଖବର ପାଇ ଘଟଣାସ୍ଥଳରେ ଗ୍ରାମବାସୀ ପହଞ୍ଚି କାରରେ ବସିଥିବା ବ୍ୟକ୍ତିକୁ ଉଦ୍ଧାର କରିଥିଲେ । ୧୦୮ ଆମ୍ବୁଲାନ୍ସ ଯୋଗେ ଖୋର୍ଦ୍ଧା ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

   Related Posts