Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରବାଟୀରେ ହେବନି ଭାରତ-ଓ୍ଵେଷ୍ଟଇଣ୍ଡିଜ ଟି-୨୦ ମ୍ୟାଚ୍, ଦର୍ଶକ ନିରାଶ
  • ||
  • ଆଇପିଏଲ ନିଲାମୀ ତାଲିକାରୁ କ୍ରିସ୍ ଗେଲ୍‌ଙ୍କ ସମେତ ଏହି ଖେଳାଳି ବାହାର
  • ||
  • Syed Modi International: ଫାଇନାଲ୍‌ରେ ପହଞ୍ଚିଲେ ପିଭି ସିନ୍ଧୁ, ମାଲଭିକାଙ୍କ ସହ ଟାଇଟଲ୍‌ ମୁକାବିଲା
  • ||
  • IPLରେ ଜଲଓ୍ବା ଦେଖାଇବେ ଶ୍ରୀସନ୍ତ, ନିଲାମୀ ପାଇଁ ବେସ୍‌ ପ୍ରାଇସ୍ ରହିଛି ୫୦ ଲକ୍ଷ ଟଙ୍କା
  • ||
  • ଜାମ୍ମୁ କାଶ୍ମୀରରେ ଭାରତୀୟ ସେନା ପକ୍ଷରୁ ଏନକାଉଣ୍ଟର, ଜଣେ ଆତଙ୍କବାଦୀ ସଫା, ସର୍ଚ୍ଚ ଅପରେସନ ଜାରି
  • ||
  • ୟେମେନ ଗଣହତ୍ୟାକୁ ନିନ୍ଦା କଲା ଜାତିସଂଘ, ସାଉଦିର ବିମାନ ଆକ୍ରମଣରେ ନିହତ ହୋଇଥିଲେ ୭୦ ବିଦ୍ରୋହୀ
  • ||
  • ସୋର : ଟ୍ରକ୍ ସହ ଧକ୍କା ହୋଇ ନୟନଜୋରିକୁ ଓଲଟିଲା ବସ୍, ୫ ଜଣଙ୍କ ମୃତ୍ୟୁ, କିଛି ଲୋକ ଚାପି ହୋଇ ରହିଥିବା ସନ୍ଦେହ
  • ||
  • ଭଦ୍ରକରେ ବିଜେପିକୁ ଝଟ୍‌କା, ଦଳ ଛାଡିଲେ ଶତାଧିକ ବରିଷ୍ଠ ନେତା ଓ କର୍ମୀ
  • ||
  • ୨୦ ମହଲା କୋଠାରେ ଭୀଷଣ ଅଗ୍ନିକାଣ୍ଡ, ୧୫ ଆହତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୩୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୮୮ ମୃତ
  • ||

ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ୩ ଜଣ ଗୁରୁତର

13/07/2019 at 8:34 AM

କୃଷ୍ଣପ୍ରସାଦ ୧୩|୭: କୃଷ୍ଣପ୍ରସାଦ ବ୍ଲକ୍ କହ୍ନେଇପୁର ଗାଁରେ ଗୋଷ୍ଠୀ ସଂଘର୍ଷ ହୋଇଛି । ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହେବା ଫଳରେ ୩ ଜଣ ଗୁରୁତର ହୋଇଛନ୍ତି । ଗତ ୭ ତାରିଖରେ ପୂର୍ବ ଶତ୍ରୁତାକୁ  କେନ୍ଦ୍ର କରି ଆରମ୍ଭ ହୋଇଥିଲା ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ । ଦୁଇ ଗୋଷ୍ଠୀ ମଧ୍ୟରେ ବୋମାମାଡ଼ ମଧ୍ୟ ହୋଇଥିଲା । ସେହି ଦିନଠାରୁ ଏପର୍ଯ୍ୟନ୍ତ ବାରମ୍ବାର ଗଣ୍ଡଗୋଳ ଲାଗି ରହିଥିଲା । ଯାହା ଫଳରେ ଆଜି ମଧ୍ୟ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି । ବିଳମ୍ବିତ ରାତିରେ ମୋରଡା ନୂଆଗାଁରୁ ଗୋଟିଏ ଗୋଷ୍ଠୀର ତିନି ଜଣ ଗାଁକୁ ଫେରୁଥିବା ସମୟରେ ଅଚାନକ ୧୦ ଜଣ ଆସି ଆକ୍ରମଣ କରିଥିବା କୃଷ୍ଣପ୍ରସାଦ ଥାନାରେ ଅଭିଯୋଗ ହୋଇଛି । ଗୁରୁତର ହୋଇଥିବା ତିନି ଜଣ କୃଷ୍ଣପ୍ରସାଦ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି ।

   Related Posts