Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ଖୁଣ୍ଟରେ ବନ୍ଧାହେଲେ ୩ ଯୁବକ, ରାତିରେ ଦୋକାନରୁ କରୁଥିଲେ ଚୋରି

26/09/2021 at 10:31 AM

ଅନୁଗୁଳ ୨୬।୦୯: ଚୋରୀ କରି ଖୁଣ୍ଟରେ ବନ୍ଧାହେଲେ ୩ ଯୁବକ। ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା କୋଡିଏମାଇଲ ଛକରେ ଘଟିଛି ଘଟଣା । ୨ଟି ଦୋକାନରୁ ଚୋରୀ କରୁଥିବା ସମୟରେ ସ୍ଥାନୀୟ ଲୋକଙ୍କ ଦ୍ୱାରା ୩ ଯୁବକ ବିଦ୍ୟୁତ ଖୁଣ୍ଟରେ ବନ୍ଧା ହୋଇଛନ୍ତି।

ଖବର ଅନୁଯାୟୀ,  ରାତି ୨ଟାରେ କୋଡିଏମାଇଲ ହାଟ ଛକରେ ୩ ଜଣ ଅପରିଚିତ ଯୁବକ ଆସି ଯୁଗଳ ସାହୁଙ୍କ ହୋଟେଲ ଓ ନଗେନ ପ୍ରଧାନଙ୍କ ପାନ ମସଲା ଦୋକାନରେ ପଶି ଚୋରୀ କରୁଥିଲେ। ଶୋଇଥିବା ଦୋକାନୀର ପାଟି ଶୁଣି ଲୋକମାନେ ରୁଣ୍ଡ ହୋଇ ଚୋରୀ କରୁଥିବା ୩ ଯୁବକଙ୍କୁ କାବୁ କରି ଦେଇଥିଲେ । ଏହାପରେ ନିକଟରେ  ଥିବା ବିଦ୍ୟୁତଖୁଣ୍ଟରେ ବାନ୍ଧି ପୋଲିସକୁ ଖବର ଦେଇଥିଲେ। ଖବର ପାଇ ପୋଲିସ ପହଞ୍ଚି ୩ ଯୁବକଙ୍କୁ ଉଦ୍ଧାର କରିବା ସହ ବାଇକ, ୩ଟି ମୋବାଇଲ ଓ ଗୋଟିଏ ଭୁଜାଲି, ବିଭିନ୍ନ ବ୍ୟାଙ୍କ ଏଟିଏମ୍ କାର୍ଡ ଜବତ କରିଛି ।

   Related Posts