Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରୋନାରେ ଅଧିକ ପ୍ରଭାବିତ ୧୦୦ ଜିଲ୍ଲାର କଲେକ୍ଟରଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||
  • ଶ୍ରୀମନ୍ଦିର ବନ୍ଦ, ସେବାୟତ ପରିବାରଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ କଲା ଶ୍ରୀ ମନ୍ଦିର ପ୍ରଶାସନ
  • ||
  • କୋଭିସିଲ୍ଡର ଦୁଇ ଡୋଜ୍ ମଧ୍ୟରେ ବ୍ୟବଧାନ ରହିବ ୧୨ ରୁ ୧୬ ସପ୍ତାହ, ପ୍ରସ୍ତାବକୁ ସ୍ଵୀକାର କଲେ କେନ୍ଦ୍ର ସରକାର
  • ||
  • କରୋନା ଲଢେଇରେ ମିଳିଲା ତୃତୀୟ ଅସ୍ତ୍ର ! ଆଗାମୀ ସପ୍ତାହରେ ବଜାରରେ ମିଳିବ ସ୍ପୁଟନିକ୍-ଭି, ଜୁଲାଇରେ ଦେଶରେ ଆରମ୍ଭ ହେବ ଉତ୍ପାଦନ
  • ||
  • ପାଟନା : ମେ’ ୨୫ ଯାଏଁ ରାଜ୍ୟରେ ବଢିଲା ଲକ୍‌ଡାଉନ୍, ବିହାର ମୁଖ୍ୟମନ୍ତ୍ରୀ କଲେ ଘୋଷଣା
  • ||
  • ମୁମ୍ବାଇ : ଟିଭି ଅଭିନେତା ରାଜୀବ ପାଲ୍ କରୋନା ସଂକ୍ରମିତ, ହସ୍ପିଟାଲରେ ଭର୍ତ୍ତି
  • ||
  • ନୂଆଦିଲ୍ଲୀ : ବାଜା, ବାଣ, ବରଯାତ୍ରୀ ବିନା ବାହାଘର, ବାଇକ୍‌ରେ କନ୍ୟାକୁ ସାଙ୍ଗରେ ନେଇ ଘରକୁ ଫେରିଲେ ବର
  • ||
  • ଭଦ୍ରକ : ଷଣ୍ଢ ବୋଝେଇ ପିକଅପ୍ ଭ୍ୟାନ୍ ଅଟକ ରଖିଲେ ଗ୍ରାମବାସୀ, ଗୋଟିଏ ଷଣ୍ଢ ମୃତ, ୨ଟି ଉଦ୍ଧାର
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦୬୪୯ ପଜିଟିଭ୍
  • ||
  • ମାଡି ଆସୁଛି ବାତ୍ୟା ‘ତଉକ୍ତେ’, ଓଡିଶା ଉପରେ କଣ ରହିବ ପ୍ରଭାବ
  • ||

ଘର ନିକଟରୁ ତିନିମାସ ଶିଶୁର ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

30/11/2019 at 9:17 AM

ଜୟପୁର ୩୦।୧୧: ତିନି ମାସର ଶିଶୁ କନ୍ୟାର ମୃତଦେହ ଉଦ୍ଧାର କରାଯାଇଛି । ଏଭଳି ଘଟଣା କୋରାପୁଟ ଜିଲ୍ଲା ଜୟପୁର ଦଶମନ୍ତପୁରରେ ଦେଖିବାକୁ ମିଳିଛି ।

ସୂଚନାଯୋଗ୍ୟ ଯେ, ଜୟପୁର ଦଶନମନ୍ତପୁରରେ ତିନି ମାସର ଶିଶୁ କନ୍ୟାର ମୃତଦେହ ଉଦ୍ଧାର କରାଯାଇଛି । ରାତିରେ ମାଆ କୋଳରୁ ନେଇ କେହି ଶିଶୁକୁ ହତ୍ୟା କରିଥିବା ସୂଚନା ମିଳିଛି । ଘର ନିକଟରୁ ହିଁ ଶିଶୁଟିର ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତ କରିଥିଲେ,  କିନ୍ତୁ ଡାକ୍ତର ସେଠାରେ ଶିଶୁକୁ ମୃତ୍ୟୁ ଘୋଷଣା କରିଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

   Related Posts