Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ମର୍ମନ୍ତୁଦ : ବାଇକ୍ ଉପରେ ମାଡିଗଲା ବସ୍, ନାବାଳିକାଙ୍କ ସମେତ ୩ ମୃତ

4/03/2021 at 4:12 PM

ଧର୍ମଗଡ ୪।୩: ବାଇକ୍ ଉପରେ ମାଡିଗଲା ବସ୍ । ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚିଛି ମୃତଦେହ ଜବତ କରିଛି ।

ସୂଚନାଯୋଗ୍ୟ ଯେ, କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଥାନା ଡଙ୍ଗରିଗୁଡା ନିକଟରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ବାଇକ୍ ଉପରେ ମାଡିଗଲା ‘ଜୟ ଜଗନ୍ନାଥ’ ନାମକ ବସ୍ । ଫଳରେ ଘଟଣାସ୍ଥଳରେ ବାଇକ୍ ଚାଳକଙ୍କ ସହ ପଛପଟେ ବସିଥିବା ନାବାଳିକାଙ୍କ ସମେତ ୩ ଜଣଙ୍କର ମୃତ୍ୟୁ ହୋଇଛି । ମୃତକମାନେ ସ୍ଥାନୀୟ ଅଞ୍ଚଳର ବୋଲି ସୂଚନା ମିଳିଛି ।

ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି । ଦୁର୍ଘଟଣା ଘଟାଇଥିବା ବସ୍‌କୁ ଜବତ କରିଛି ପୋଲିସ ।

   Related Posts