Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜି.ଉଦୟଗିରି : ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଭୁବନେଶ୍ବର ବ୍ଲକ୍ କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦୁ କୁମାର ପ୍ରଧାନ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଦିଲ୍ଲୀ ପୋଲିସର ଆକ୍ସନ : ଟ୍ରାକ୍ଟର ରାଲି ବେଳେ ହିଂସା ପରେ ୧୫ଟି ମାମଲା ରୁଜୁ
  • ||
  • ଭୁବନେଶ୍ବର : ଅଟୋକୁ ଧକ୍କା ଦେଲା କାର୍, ୪ ଗୁରୁତର
  • ||
  • ଘଟଗାଁ : ରାତିରେ ଘରକୁ ଫେରିବା ବେଳେ ଭାଲୁ ଆକ୍ରମଣ, ଜଣେ ଗୁରୁତର
  • ||
  • ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ, ପ୍ରତିଦିନ ୫୦ ସେବାୟତଙ୍କ ହେବ ଆର୍‌ଟିପିସିଆର୍
  • ||
  • ଆଜିଠୁ ପୁଣି ଟିକାକରଣ, ଭାକ୍‌ସିନ୍‌ ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ସ୍ବାସ୍ଥ୍ଯକର୍ମୀ
  • ||

ବାଉଁଶ କରଡି ପାଲଟିଗଲା ବିଷ ! ଗୋଟିଏ ପରିବାରର ୩ମୃତ, ୨ ଗୁରୁତର

15/10/2020 at 11:35 AM

ମାଲକାନଗିରି ୧୫।୧୦: ମାଲକାନାଗିରି କତେଲି ଗାଁରେ ଅଭାବନୀୟ ଘଟଣା । ଗୋଟିଏ ପରିବାର ୩ଜଣ ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସେଠାରେ ସେମାନଙ୍କ ଚିକିତ୍ସା ଜାରି ରହିଛି ।

ଖବର ଅନୁଯାୟୀ, ମାଲକାନଗିରିର ଗୋଟିଏ ପରିବାର ୩ଜଣଙକ୍ ମୃତ୍ୟୁ ହୋଇଯାଇଛି । ସେହିପରି ପରିବାରର ଆଉ ୨ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଚିକିତ୍ସା ନିମନ୍ତେ ମାଲକାନଗିରି ସଦର ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ମୃତକ ତିନିଜଣଙ୍କ ମଧ୍ୟରୁ ୨ଭଉଣୀ ଓ ଜଣେ ଭାଇ ଥିବା ଜଣାପଡିଛି । ସେହିପରି ମା ଓ ଆଉ ଜଣେ ଭଉଣୀ ଗୁରୁତର ହୋଇ ଚିକିତ୍ସାଧୀନ ରହିଛନ୍ତି । ସମସ୍ତେ ବାଉଁଶ କରଡ଼ି ଖାଇ ମୃତାହତ ହୋଇଥିବା ସୂଚନା ରହିଛି । ଖବର ପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।  ।

   Related Posts