Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୦୪କରୋନା ସଂକ୍ରମିତ ଚିହ୍ନଟ
  • ||
  • ଚିତ୍ରକୋଣ୍ଡାରେ BSF ଜବାନଙ୍କ କମ୍ବିଂ ଅପରେସନ, ଟିଫିନ୍ ବୋମା ଉଦ୍ଧାର
  • ||
  • ଶ୍ରୀଜଗନ୍ନାଥ ଷ୍ଟାଡିୟମ ନିକଟରେ ଉଚ୍ଛେଦ କାର୍ଯ୍ୟ ଆରମ୍ଭ, ୨ ଫ୍ଲାଟୁନ ଫୋର୍ସ ମୃତୟନ
  • ||
  • ଭିଜିଲାନ୍ସ ଜାଲରେ ଜନସ୍ୱାସ୍ଥ୍ୟ ବିଭାଗ-୨ ସହକାରୀ କାର୍ଯ୍ୟକାରୀ ଯନ୍ତ୍ରୀ, ଏକକାଳୀନ ୬ଟି ସ୍ଥାନରେ ରେଡ୍
  • ||
  • ନୟାଗଡ଼ : ପୋଲିସ କବ୍‌ଜାରେ ୪ ଆନ୍ତଃ ଜିଲ୍ଲା ଡକାୟତ
  • ||

ସରକାରୀ ଯୋଜନାରେ ଅନିୟମିତତା ମାମଲାରେ ୩ଜଣ ପିିଇଓ ନିଲମ୍ବିତ

21/12/2019 at 8:24 PM

ଖୋର୍ଦ୍ଧା ୨୧।୧୨: ସରକାରୀ ଯୋଜନାରେ ଅନିୟମିତତା ଅଭିଯୋଗରେ ତିନି ଜଣ ପିଇଓଙ୍କୁ ନିଲମ୍ବିତ । ଖୋର୍ଦ୍ଧା ଜିଲ୍ଲା ବେଗୁନିଆରେ ବ୍ଲକ ର ତିନିଜଣ ପିଇଓଙ୍କୁ ନିଲମ୍ବିତ କଲେ ଜିଲ୍ଲାପା । ବେଗୁନିଆ ବିଡିଓ, ଏବିଡିଓଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ । ପଡ଼ାଡିହ ପଞ୍ଚାୟତରେ ଆବାସ ଯୋଜନାରେ  ଅନିୟମିତତାର ଅଭିଯୋଗ ହୋଇଥିଲା । ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।

   Related Posts