Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ଜାଗର ପାଇଁ କଟକଣା, ମନ୍ଦିର ଭିତରେ ଓ ବାହାରେ ହେବନି ଗହଳି, ମେଳା ଉପରେ ଲାଗିଲା ରୋକ୍
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୭ କୋଭିଡ୍ ପଜିଟିଭ୍, ୩୩୭୮୬୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଉଦଳା : କୂଅ ଭିତରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ୫ ତାରିଖରୁ ଥିଲେ ନିଖୋଜ
  • ||
  • ସମ୍ବଲପୁର : ବନ କର୍ମଚାରୀଙ୍କ ଛୁଟି ଉପରେ କଟକଣା, ଅତି ଜରୁରୀ କାମ ନଥିଲେ ନେଇପାରିବେନି ଛୁଟି
  • ||
  • ସୁନ୍ଦରଗଡ : ଭିଜିଲାନ୍ସ ପଞ୍ଝାରେ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ପାରାଦୀପ : ପଶ୍ଚିମବଙ୍ଗରେ ମହିଳାଙ୍କୁ ଦୁଷ୍କର୍ମ ପରେ କରିଥିଲା ହତ୍ୟା, ପାରାଦୀପରୁ ହେଲା ଗିରଫ
  • ||
  • ଜାଗର ପ୍ରସ୍ତୁତି : ବାବା ଆଖଣ୍ଡଳମଣିଙ୍କ ପୀଠରେ ଲାଗିଲା କଟକଣା, ମାର୍ଚ୍ଚ ୧୦ରୁ ୨ଦିନ ଯାଏଁ ୧୪୪ ଧାରା
  • ||

କାର୍ ମଧ୍ୟରୁ ୩ଜଣଙ୍କ ମୃତଦେହ ଉଦ୍ଧାର, ଘଟଣାସ୍ଥଳରୁ ପିସ୍ତଲ ଜବତ

1/01/2020 at 11:06 AM

ମଥୁରା ୦୧।୦୧: ନୂଆବର୍ଷରେ ଅଭାବନୀୟ ଘଟଣା । ଏକ କାର ମଧ୍ୟରୁ ୩ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଉତ୍ତରପ୍ରଦେଶ ମଥୁରା ରାଜପଥ ନିକଟରେ ଏକ କାର୍‌ରୁ ମୃତଦେହ ଉଦ୍ଧାର କରାଯାଇଛି । କାର ମଧ୍ୟରୁ ଏକ ପିସ୍ତଲ ମଧ୍ୟ ଜବତ ହୋଇଛି ।ମୃତକ ପରିଚୟ ମିଳିପାରିନାହିଁ ।  ତେବେ ଏହା ହତ୍ୟା କି ଆତ୍ମହତ୍ୟା ତାହା ଜଣାପଡିନାହଁ। ଘଟଣାସ୍ଥଳରେ ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଜାରି ରଖିଛି ।

   Related Posts