Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୦ ମହଲା କୋଠାରେ ଭୀଷଣ ଅଗ୍ନିକାଣ୍ଡ, ୧୫ ଆହତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୩୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୮୮ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୧୪କୁ ବୃଦ୍ଧି
  • ||
  • ରାଜ୍ୟରେ ୯ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୮୪୫ କୋଭିଡ୍ ପଜିଟିଭ୍, ୧୧୯୬୧୪୦ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଓଭରବ୍ରିଜ୍‌ରୁ ୩୦ଫୁଟ ତଳକୁ ଖସିଲା କାର୍, ଦୁର୍ଘଟଣାରେ ଗାଡି ଭାଙ୍ଗିରୁଜି ଚୁରମାର୍
  • ||
  • ଶନିବାର ଏହି ସବୁ ଜିଲ୍ଲାରେ ବର୍ଷା : ବଢିବ ତାପମାତ୍ରା, କମିବ ଶୀତ
  • ||
  • ଭୟଙ୍କର ଦୁର୍ଘଟଣା : ମହାନଦୀ ପୋଲରେ ବୋଲେରୋକୁ ପିଟିଲା ଟ୍ରକ୍, ୫ ମୃତ
  • ||

ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

1/12/2021 at 1:32 PM

ସୋନପୁର ୧।୧୨: ସୁବର୍ଣ୍ଣପୁର ସହର ସ୍ଥିତ ଇଷ୍ଟ ଦେବୀ ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣାରେ ନିଲମ୍ବିତ ହେଲେ ୩ ଜଣ ପୋଲିସ କର୍ମଚାରୀ । କାର୍ଯ୍ୟରେ ଅବହେଳା ପାଇଁ ଜଣେ କନେଷ୍ଟବଳଙ୍କ ସହିତ ଦୁଇ ଜଣ ଗୃହରକ୍ଷୀଙ୍କୁ ଏସପି ନିଲମ୍ବିତ କରିଛନ୍ତି । ନିଲମ୍ବିତ କନେଷ୍ଟବଳ ହେଲେ ଶଙ୍କର ଭାନୁ ବେହେରା, ଗୃହ ରାକ୍ଷୀ ଦୁଇ ଜଣ ହେଲେ ଅନ୍ତର୍ଯ୍ୟାମୀ ସେଠୀ ଓ ନୃପରାଜ ସୁନା । ଏହି ଚୋରି ଘଟଣାରେ ସନ୍ଦେହରେ ଜଣକୁ ସୋନପୁର ଥାନାରେ ଅଟକ ରଖାଯାଇଛି ।

   Related Posts