Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ଆଉ ୩ଟି ଗେଟ୍

29/08/2019 at 9:25 AM

ସମ୍ବଲପୁର ୨୮: ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ଆଉ ୩ଟି ଗେଟ୍ । ଏବେ ମୋଟ୍ ୪ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି । ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୨୩.୦୪ ଫୁଟ୍ ରହିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୧ ଲକ୍ଷ ୫୦୯ କ୍ୟୁସେକ୍ ଜଳ । ଏହାସହ ଜଳଭଣ୍ଡାର ମଧ୍ୟରୁ ନିଷ୍କାସିତ ହେଉଛି ୧ ଲକ୍ଷ ୩୩ ହଜାର ୬୪୭ କ୍ୟୁସେକ୍ ଜଳ ।

   Related Posts