ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ଆଉ ୩ଟି ଗେଟ୍

Published By : Prameya-News7 Bureau | August 29, 2019 IST

ସମ୍ବଲପୁର ୨୮: ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ଆଉ ୩ଟି ଗେଟ୍ । ଏବେ ମୋଟ୍ ୪ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି । ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୨୩.୦୪ ଫୁଟ୍ ରହିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୧ ଲକ୍ଷ ୫୦୯ କ୍ୟୁସେକ୍ ଜଳ । ଏହାସହ ଜଳଭଣ୍ଡାର ମଧ୍ୟରୁ ନିଷ୍କାସିତ ହେଉଛି ୧ ଲକ୍ଷ ୩୩ ହଜାର ୬୪୭ କ୍ୟୁସେକ୍ ଜଳ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.