ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୩ଟି ଗେଟ୍

Published By : Prameya-News7 Bureau | September 07, 2019 IST

ସମ୍ବଲପୁର ୭।୯: ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୩ଟି ଗେଟ୍‌ । ବର୍ତ୍ତମାନ ୬ଟି ଗେଟ୍‌ ଦେଇ ଜଳଭଣ୍ଡାରରୁ ଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାର୍ଶ୍ବରେ ୪ ଓ ଦକ୍ଷିଣ ପାର୍ଶ୍ବରେ ୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୨୫.୨୫ ଫୁଟ୍ ଅଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୧ ଲକ୍ଷ ୮୨ ହଜାର ୧୨୧ କ୍ୟୁସେକ୍ ଜଳ । ଜଳଭଣ୍ଡାର ମଧ୍ୟରୁ ନିଷ୍କାସନ ହେଉଛି ୧ ଲକ୍ଷ ୮୨ ହଜାର ୧୨୧ କ୍ୟୁସେକ୍ ଜଳ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.