Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ବସ୍‌ଷ୍ଟାଣ୍ଡରୁ ଉଦ୍ଧାର ହେଲା ୩ବର୍ଷର ଶିଶୁ କନ୍ୟା

14/09/2019 at 3:55 PM

ଭଦ୍ରକ ୧୪|୯: ଭଦ୍ରକ ସହରର ବନ୍ତ ଛକ ବସଷ୍ଟାଣ୍ଡରୁ ଶିଶୁ ଉଦ୍ଧାର ହୋଇଛି । ଶିଶୁଟି କାନ୍ଦୁଥିବା ବେଳେ ଲୋକେ ଦେଖି ପୋଲିସକୁ ଫୋନ୍ କରିଥିଲେ । ଭଦ୍ରକ ଟାଉନ୍ ପୋଲିସ ପହଞ୍ଚି ଶିଶୁ କନ୍ୟାକୁ ଉଦ୍ଧାର କରି ଶିଶୁ ପରିଚର୍ଯ୍ୟାକାରୀ ଅନୁଷ୍ଠାନ ବାତ୍ସଲ୍ୟରେ ଛାଡିଛି । ଶିଶୁଟିର ବୟସ ତିନି ବର୍ଷ ହେବ । ତେବେ ସେ କିଛି କହିପାରୁ ନାହିଁ । ଫଳରେ ତା ପରିଚୟ ଜଣାପଡିନାହିଁ । ବସଷ୍ଟାଣ୍ଡରେ ଝିଅଟିକୁ କିଏ ଛାଡି ଦେଇ ପଳାଇଯାଇଥିବା ଅନୁମାନ କରାଯାଉଛି । 

   Related Posts