Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ମହିଳାଙ୍କ ଅଶ୍ଳୀଳ ଭିଡିଓ ଉତ୍ତୋଳନ କରି ଗଛରେ ବନ୍ଧାହେଲେ ୩ ରୋଡ୍ ରୋମିଓ

5/01/2020 at 3:24 PM

ଜଳେଶ୍ବର ୫।୧: ରୋଡ଼୍ ରୋମିଓଙ୍କୁ ପାନେ । ବାଲେଶ୍ଵର ଜିଲ୍ଲାର ଭୋଗରାଇ ଅଞ୍ଚଳରେ କିଛି ମହିଳାଙ୍କ ଅଶ୍ଳୀଳ ଭିଡ଼ିଓ ଉତ୍ତୋଳନ କରୁଥିବା ବେଳେ ଗ୍ରାମବାସୀଙ୍କ ହାତରେ ଧରା ପଡିଲେ ୩ ଯୁବକ । ଗ୍ରାମବାସୀ ମିଶି ୩ଜଣଙ୍କୁ ଗଛରେ ବାନ୍ଧିଦେଲେ ।

ସୂଚନାଯୋଗ୍ୟ ଯେ, ଗତକାଲି ବିଳମ୍ବିତ ରାତିରେ ମହିଳାଙ୍କ ଅଶ୍ଳୀଳ ଭିଡ଼ିଓ ଉତ୍ତୋଳନ କରୁଥିଲେ ୩ଜଣ ଯୁବକ । ମହିଳା ଜଣଙ୍କ ଜାଣିପାରି ତାଙ୍କ ପରିବାର ଲୋକଙ୍କୁ ଡାକିଥିଲେ । ପରିବାର ଲୋକେ ଆସି ତିନି ଜଣ ଯୁବକଙ୍କୁ କାବୁ କରିନେଇଥିଲେ । ପରେ ଗ୍ରାମବାସୀମାନେ ମିଶି ସେମାନଙ୍କୁ ବାନ୍ଧି ରଖି ପରିବାର ଲୋକଙ୍କୁ ଖବର ଦେଇଥିଲେ ।

   Related Posts