Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଦ୍ରାସାରେ ପଢାଯିବ ଗୀତା, ଯୋଗ ଓ ରାମାୟଣ : ପାଠ୍ୟକ୍ରମରେ ସାମିଲ କଲା ଏନଆଇଓଏସ
  • ||
  • ଗଜପତି : ଜେଇଙ୍କ ଘରେ ଭିଜିଲାନ୍ସ ଚଢାଉ, ୨ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ
  • ||
  • ସମ୍ବଲପୁର : ଯୁଜୁମୁରା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁ ଘଟଣା : ନିଲମ୍ବିତ ହେଲେ ସଦର ରେଞ୍ଜର
  • ||
  • ସମ୍ବଲପୁର : ଦୁଇ ବାଇକ୍ ଉପରେ ଚଢିଗଲା ଟ୍ରକ୍, ୩ ମୃତ, ଜଣେ ଗୁରୁତର
  • ||
  • ସୋର : ୮ଲକ୍ଷ ଟଙ୍କା ପାଇଁ କିଡ୍‌ନାପ୍ ! ବନ୍ଧୁକ ମୁନରେ ହତ୍ୟା ଧମକର ଭିଡିଓ ଭାଇରାଲ୍
  • ||
  • ସୋନପୁର : ଭିଜିଲାନ୍ସ ଜାଲରେ ଶିକ୍ଷକ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ମାର୍ଚ୍ଚ ୫ରେ ‘ଓମେନ୍ ଆଚିଭର୍ସ ଅଫ୍ ଓଡ଼ିଶା’ ପୁରସ୍କାର ସମାରୋହ
  • ||
  • କରଞ୍ଜିଆ : କରଞ୍ଜିଆ ବନଖଣ୍ଡ ଅଞ୍ଚଳରେ ଜଳୁଛି ଜଙ୍ଗଲ, ଫେଲ୍ ମାରିଛି ବନ ବିଭାଗର ନିଆଁ ଲିଭା ଅଭିଯାନ
  • ||
  • ଚିନ୍ତା ବଢାଉଛି କରୋନାର ବ୍ରାଜିଲ ଭାରିଏଣ୍ଟ, ରହିଛି ପୁନଃ ସଂକ୍ରମଣ କ୍ଷମତା
  • ||

ଯୁବକଙ୍କୁ ଗଲା କାଟି ହତ୍ୟା

13/05/2018 at 8:44 AM

ନୟାଗଡ଼ ଇଟାମାଟି ଥାନା ଜଗତିପାଟଣା ଗାଁ ବିଲରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର
ଗଲା କାଟି ହତ୍ୟା କରି ମୃତଦେହକୁ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି
ମୃତକଙ୍କ ପରିଚୟ ମିଳିପାରିନାହିଁ
ସ୍ଥାନୀୟ ଲୋକେ ମୃତଦେହ ଦେଖିବା ପରେ ପୋଲିସକୁ ଖବର ଦେଇଥିଲେ
ଘଟଣାସ୍ଥଳରେ ଏସଡିପିଓ ଓ ଅତିରିକ୍ତ ଏସପି ପହଂଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଚଳାଇଛନ୍ତି

Leave a Reply

   Related Posts