Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ଷଣ୍ଢକୁ ଧକ୍କା ଦେବା ପରେ ହୁତୁ ହୁତୁ ହୋଇ ଜଳିଲା କାର୍, ଅଳ୍ପକେ ବର୍ତ୍ତିଲେ ୪ ଜଣ
  • ||
  • ଭୁବନେଶ୍ବର : ‘ପରୀ’ ହତ୍ୟାକାରୀକୁ ଧରାଇଦେଲେ ମିଳିବ ଲକ୍ଷେ ଟଙ୍କା
  • ||
  • ନୟାଗଡ : ଘର ବାଡିପଟୁ ମିଳିଲା ବୃଦ୍ଧଙ୍କ ମୃତଦେହ, ମୁଣ୍ଡ ଏବଂ ମୁହଁରେ ରହିଛି କ୍ଷତଚିହ୍ନ, ହତ୍ୟା ସନ୍ଦେହ
  • ||
  • ଯାଜପୁର : ଭୟାବହ ଅଗ୍ନିକାଣ୍ଡ, ୧୨ ବଖରା ଘର ସହ ଜଳିଗଲା ଲକ୍ଷାଧିକ ଟଙ୍କାର ସୁନା ଗହଣା
  • ||
  • ଢେଙ୍କାନାଳ : ବାଇକ୍‌କୁ ଧକ୍କା ଦେଲା କାର୍, ଆରୋହୀ ପିଟିହେଲେ ଟ୍ରକ୍‌ରେ, ଚାଲିଗଲା ଜୀବନ
  • ||
  • ନିଆଳି : ଭାରସାମ୍ୟ ହରାଇ ନାଳକୁ ଖସିପଡିଲା ଟ୍ରକ୍ : ଜଣେ ମୃତ, ଦୁଇ ଗୁରୁତର
  • ||
  • ମୁନିଗୁଡା : ଅପରେସନ୍ ଗ୍ରୀନ୍ କ୍ଲିନ୍, ୫ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଢେଙ୍କାନାଳ : ଚାଷୀଙ୍କୁ କଚାଡି ମାରିଲା ଦନ୍ତା, କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତା ଅବରୋଧ
  • ||
  • ହରିୟାଣାର ସ୍ୱାସ୍ଥ୍ୟ ମନ୍ତ୍ରୀ କୋରୋନା ପଜିଟିଭ୍‌ ଚିହ୍ନଟ, ‘କୋଭାକ୍ସିନ୍‌’ର ପରୀକ୍ଷାମୂଳକ ଟିକା ନେଇଥିଲେ ଅନିଲ ଭିଜ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୬୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||

ଆଜି ମଧ୍ୟ ଏହି ୭ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା

12/04/2019 at 2:24 PM

ଭୁବନେଶ୍ବର୧୨|୪: ଗତକାଲି କାଳବୈଶାଖୀ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହୋଇଛି । କଟକରେ ସର୍ବାଧିକ ୨୫ ମିଲିମିଟର ଓ ଯାଜପୁର ବରୀରେ ୨୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଦିନ ବେଳା ତାପମାତ୍ରା ୨-୩ ଡିଗ୍ରୀ ବଢିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପୀାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ଭୁବନେଶ୍ବରରେ ତାପମାତ୍ରା ୪୦ ଡିଗ୍ରୀ ହୋଇପାରେ ।ଆଜି ଦିନ ୨ଟା ସୁଦ୍ଧା ରାଜ୍ୟର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି ।ଗଞ୍ଜାମ, ଗଜପତି, ବଲାଙ୍ଗିର, ଫୁଲବାଣୀ, ରାୟଗଡା, ବାଲେଶ୍ବର. ଭଦ୍ରକ, ମୟୁରଭଞ୍ଜ, କଳାହାଣ୍ଡି ଖୋର୍ଦ୍ଧାରେ କାଳବୈଶାଖୀ ସମ୍ଭାବନା ରହିଛି ବୋଲି ବିଭାଗ ପକ୍ଷରୁ ସୂଚନା ପ୍ରଦାନ ସହ ସତର୍କ କରିଦିଆଯାଇଛି ।

   Related Posts