Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ସିରିଆ ଡ୍ରୋନ୍ ଆଟାକ୍‌: ଅଲକାଏଦାର ବରିଷ୍ଠ ନେତା ଅବଦୁଲ ହମିଦ ଅଲ-ମାତାର ମୃତ
  • ||
  • ନିଶ୍ଚିନ୍ତକୋଇଲିରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ଫସଲ
  • ||
  • ମନୀଷ ଅନୁରାଗ ହତ୍ୟା ମାମଲା : ସାଉଥ୍‌ ସିଟି ବାର୍‌ ମାଲିକ ଓ ପରିଚାଳନା କରୁଥିବା ପ୍ରସନ୍ନ ବେହେରା ଗିରଫ
  • ||
  • ଅନ୍ୟ ରାଜ୍ୟର ଜେଲକୁ ସ୍ଥାନାନ୍ତର ହେଉଛନ୍ତି ଆତଙ୍କବାଦୀ : ଜମ୍ମୁ-କାଶ୍ମୀରରୁ ୨୬ ଆତଙ୍କୀଙ୍କୁ ପଠାଗଲା ଆଗ୍ରା
  • ||
  • କମୁଛି ପାରଦ, ଆଗକୁ ବଢିବ ଶୀତ
  • ||
  • ଟି୨୦ ବିଶ୍ୱକପ : ଅସଲ ଲଢେଇ ଆରମ୍ଭ, ସୁପର ୧୨ର ପ୍ରଥମ ମୁକାବିଲାରେ ଅଷ୍ଟ୍ରେଲିଆ ବନାମ ଦକ୍ଷିଣ ଆଫ୍ରିକା
  • ||

ଗାଈ ଚରାଇବା ବେଳେ ବଜ୍ରପାତ, ଚାଲିଗଲା ଜୀବନ

5/09/2020 at 5:06 PM

ଅନୁଗୋଳ, ୦୫।୦୯:   ଅନଗୁଳ ଜିଲ୍ଲା ଦୁର୍ଗାପୁର ତେନ୍ତୁଳିସାହିରେ ଘଟିଛି ଅଘଟଣ। ଏଠାରେ ବଜ୍ରାଘାତରେ ଜଣେ ମୃତ୍ୟୁବରଣ ହୋଇଛନ୍ତି।

ମୃତକ ହେଲେ ତେନ୍ତୁଳିସାହିର ବଳରାମ ପଠାର(୪୫)। ସେ  ଘର ନିକଟସ୍ଥ ଏକ ପଡ଼ିଆରେ ଗୋରୁ ଚରାଇବାକୁ ଯାଇଥିବା ବେଳେ ବଜ୍ରାଘାତର ଶିକାର ହୋଇଛନ୍ତି। ଅଚାନକ ବଜ୍ରାଘାତ ପରେ ସେ ପଡିଆରେ ପଡି ଯାଇଥିଲେ । ତୁରନ୍ତ ଗାଁ ଲୋକ ତାଙ୍କୁ ଘରକୁ ଟେକି ଆଣିଥିଲେ। କିନ୍ତୁ ସେତେବେଳକୁ ତାଙ୍କର ପ୍ରାଣବାୟୁ ଉଡି ଯାଇଥିଲା। ବଳରାମଙ୍କ ମୃତ୍ୟୁକୁ ନେଇ ଗ୍ରାମରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି । ଜରପଡା ପୋଲିସ ଖବର ପାଇ ଗାଁକୁ ଯାଇ ମୃତଦେହ ଜବତ କରିଛି।

   Related Posts