Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଏସଏଫର ବଡ କାର୍ଯ୍ୟାନୁଷ୍ଠାନ, ବାଂଲାଦେଶ ସୀମାରେ ୮୨ ନକଲି ଡ୍ରାଇଭିଂ ଲାଇସେନ୍ସ ଜବତ
  • ||
  • ୟୁପି ସମର: ଅଖିଳେଶଙ୍କ ପାଇଁ ପ୍ରଚାର କରିବେ ମମତା, ଫେବୃଆରୀ ୮ରେ ଲକ୍ଷ୍ନୌରେ ଭର୍ଚୁଆଲ ରାଲି
  • ||
  • ଆସନ୍ତାକାଲି ପ୍ରଥମ ଦିନିକିଆ: କିଏ କରିବ ଓପନିଂ ? ଖୁଲାସା କଲେ ରାହୁଲ, ୫ ବର୍ଷ ପରେ ଦିନିକିଆକୁ ପ୍ରତ୍ୟାବର୍ତ୍ତନ କରିବେ ଏହି ଖେଳାଳି
  • ||
  • କାରିଗରଙ୍କଠୁ ଲାଞ୍ଚ ନେବା ମହଙ୍ଗା ପଡିଲା, ଭିଜିଲାନ୍ସ ଦ୍ଵାରା ବନ୍ଧା ହେଲେ ହସ୍ତଶିଳ୍ପ ନିଗମର ସହ-ନିର୍ଦ୍ଦେଶକ ଓ କ୍ରାପ୍ଟମ୍ୟାନ୍
  • ||
  • କଲେଜ୍ରେ ନିର୍ବାଚନୀ ସଭା ନେଇ କଠୋର ହେଲେ ଏସଇସି: ଏସଡିପିଓ ଏବଂ ପ୍ରିନ୍ସିପାଲଙ୍କୁ ନିଲମ୍ବନ କରିବାକୁ ଦେଲେ ନିର୍ଦ୍ଦେଶ
  • ||
  • IPL 2022: କେଏଲ ରାହୁଲଙ୍କ ସହ ଏହି ଦୁଇ ଖେଳାଳିଙ୍କୁ ନିଜ ଦଳରେ ସାମିଲ୍ କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି
  • ||
  • ମଙ୍ଗଳବାର ପୃଥିବୀର ନିକଟତର ହେବ ବିରାଟ ଗ୍ରହାଣୁ : ମାଡ ହେଲେ ଘଟାଇବ ବିନାଶ !
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୧୦ ମୃତ
  • ||
  • ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୦୮୬ କୋଭିଡ୍ ପଜିଟିଭ୍, ୧୧୫୫୪୮୭ରେ ପହଞ୍ଚିଲା ସଂଖ୍ୟା
  • ||

ଚଡକ ନେଲା ଜୀବନ: ବଜ୍ରପାତରେ ଜଣେ ମୃତ, ୩ ଆହତ

28/05/2020 at 10:08 PM

ଝାରସୁଗୁଡା ୨୮|୦୫:  ଝାରସୁଗୁଡା ଜିଲ୍ଲା ଲଇକେରା ଅଞ୍ଚଳରେ ବଜ୍ରପାତରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ତିନି ଜଣ ଆହତ ହୋଇଛନ୍ତି । ଗମ୍ଭାରୀଗୁଡା ଗ୍ରାମର  ୨୮ ବର୍ଷୀୟ ପରୀକ୍ଷିତ ଭଇଁସା  ନିଜ ଘରେ ଥିବାବେଳେ ବଜ୍ରପାତରେ ତାଙ୍କର ମୃତ୍ୟୁ ଘଟିଛି ।  ଗମ୍ଭାରୀଗୁଡା ଗ୍ରାମର ବର୍ଷା ବେହେରା  ଓ କୁଲେମୁରା ଗ୍ରାମର ଶାଶୁ ମୁକ୍ତା ରୋହିଦାସ ଓ ବୋହୁ ସୁପ୍ରିୟା ରୋହିଦାସ  ନିଜ ଘରେ ଥିବାବେଳେ ବଜ୍ରପାତରେ ଆହତ ହୋଇ ମୁଦ୍ରାଜୋର ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି ।

ଲଇକେରା ଥାନା ଅଧିକାରୀ ପ୍ରବୀର କେଶରୀ ତ୍ରିପାଠୀ ଘଟଣା ସ୍ଥଳରେ ପହଞ୍ଚି ମୃତ ପରୀକ୍ଷିତ ଭଇଁସାର ଶବକୁ ଜବତ କରି ଆସନ୍ତା କାଲି ବ୍ୟବଚ୍ଛେଦ ପାଇଁ ଝାରସୁଗୁଡା ପଠାଯିବ ବୋଲି କହିଛନ୍ତି । ଏଥିସହ ଖଇରଡ଼ିହି ଓ କୁଲେମୁରା ଗ୍ରାମର ୧୦ ରୁ ଉର୍ଦ୍ଧ୍ବ ଗାଈ ବଜ୍ରପାତରେ ମୃତୁ ହୋଇଥିବା ଜଣାପଡିଛି ।  ଅନ୍ୟପଟେ ବଜ୍ରପାତରେ ମୃତ୍ୟୁ ଘଟିଥିବା  ଗାଈ ଗୋରୁ  ମାଲିକଙ୍କୁ କ୍ଷତିପୂରଣ ଦେବାପାଇଁ ଅଞ୍ଚଳ ଲୋକେ ଦାବି କରିଛନ୍ତି । ଅନେକ ସ୍ଥାନରେ ଗଛ ଭାଙ୍ଗି ପଡ଼ିଥିବାରୁ ବିଦ୍ୟୁତ ସରବରାହ ମଧ୍ୟ ବ୍ୟାହତ ହୋଇଛି ।

   Related Posts