୫ ଜିଲ୍ଲା ପାଇଁ କାଳବୈଶାଖୀ ସତର୍କତା : ସକାଳ ୯ଟାରୁ ୧୨ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ

Published By : Prameya-News7 Bureau | June 17, 2019 IST

ଭୁବନେଶ୍ୱର ୧୭/୬ : ୫ ଜିଲ୍ଲା ପାଇଁ କାଳବୈଶାଖୀ ସତର୍କତା ଜାରି କଲା ପାଣିପାଗ ବିଭାଗ । ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦେଇଛି । ସେହି ୫ ଜିଲ୍ଲା ହେଲା କେନ୍ଦୁଝର, ମୟୁରଭଞ୍ଜ, ନବରଙ୍ଗପୁର, ନୂଆପଡା ଓ କଳାହାଣ୍ଡି । ଏହି ସବୁ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ବୋଲି କହିଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.